୨ ତୀମଥି 4:18 - ପବିତ୍ର ବାଇବଲ18 ଯେତେବେଳେ କୌଣସି ଲୋକ ମୋର କ୍ଷତି କରିବା ପାଇଁ ଚେଷ୍ଟା କରିବ, ପ୍ରଭୁ ମୋତେ ରକ୍ଷା କରିବେ। ସେ ମୋତେ ନିରାପଦରେ ତାହାଙ୍କର ସ୍ୱର୍ଗରାଜ୍ୟକୁ ନେଇଯିବେ। ପ୍ରଭୁଙ୍କର ମହିମା ସଦାସର୍ବଦା ପାଇଁ ରହିଥାଉ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ଵର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍। Viz kapitolaଓଡିଆ ବାଇବେଲ18 ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍ । Viz kapitolaପବିତ୍ର ବାଇବଲ (CL) NT (BSI)18 ମୋର ବିଶ୍ୱାସ, ପ୍ରଭୁ ମୋତେ ସମସ୍ତ ବିପଦରୁ ରକ୍ଷା କରି ଶେଷରେ ତାଙ୍କ ସ୍ୱର୍ଗରାଜ୍ୟକୁ ନିରାପଦରେ ନେଇଯିବେ। ସେ ଯୁଗେ ଯୁଗେ ଗୌରବାନ୍ୱିତ ହୁଅନ୍ତୁ। ଆମେନ୍। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍। Viz kapitola |