୨ ତୀମଥି 4:7 - ପବିତ୍ର ବାଇବଲ7 ମୁଁ ଦୌଡ଼ ପୂର୍ଣ୍ଣ କରିସାରିଛି। ମୁଁ ବିଶ୍ୱାସ ବଜାୟ ରଖିଛି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ଵାସ ରକ୍ଷା କରିଅଛି; Viz kapitolaଓଡିଆ ବାଇବେଲ7 ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ୱାସ ରକ୍ଷା କରିଅଛି; Viz kapitolaପବିତ୍ର ବାଇବଲ (CL) NT (BSI)7 ଜୀବନ ସଂଗ୍ରାମରେ ମୁଁ ପ୍ରାଣପଣେ ଯୁଦ୍ଧ କରିଛି। ଜୀବନ ଦୌଡ଼ରେ ମୁଁ ନିରୂପିତ ପଥ ଅତିକ୍ରମ କରିଛି; ମୋର ବିଶ୍ୱାସରେ ମୁଁ ଦୃଢ଼ ରହିଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ୱାସ ରକ୍ଷା କରିଅଛି; Viz kapitola |