୩ ଯୋହନ 1:14 - ପବିତ୍ର ବାଇବଲ14 ମୋର ତୁମ୍ଭ ସହିତ ଶୀଘ୍ର ଦେଖା ହେବ ବୋଲି ଆଶା କରୁଛି। ସେତେବେଳେ ଆମ୍ଭେ ଏକାଠି ହୋଇ କଥା ହେବା। Viz kapitolaପବିତ୍ର ବାଇବଲ (Re-edited) - (BSI)14 ମୋହର ଆଶା ଯେ, ଶୀଘ୍ର ତୁମ୍ଭ ସହିତ ଦେଖା ହେବ, ଆଉ ଆମ୍ଭେମାନେ ମୁଖାମୁଖି ହୋଇ କଥାବାର୍ତ୍ତା କରିବା। Viz kapitolaଓଡିଆ ବାଇବେଲ14 ମୋହର ଆଶା ଯେ, ଶୀଘ୍ର ତୁମ୍ଭ ସହିତ ଦେଖା ହେବ, ଆଉ ଆମ୍ଭେମାନେ ମୁଖାମୁଖି ହୋଇ କଥାବାର୍ତ୍ତା କରିବା । Viz kapitolaପବିତ୍ର ବାଇବଲ (CL) NT (BSI)14 ତୁମ ସହିତ ସାକ୍ଷାତ ହେବ ବୋଲି ମୋର ଆଶା।- ସେତେବେଳେ ବ୍ୟକ୍ତିଜତ ଭାବରେ କଥାବାର୍ତ୍ତା ହେବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମୋହର ଆଶା ଯେ, ଶୀଘ୍ର ତୁମ୍ଭ ସହିତ ଦେଖା ହେବ, ଆଉ ଆମ୍ଭେମାନେ ମୁଖାମୁଖି ହୋଇ କଥାବାର୍ତ୍ତା କରିବା। Viz kapitola |