୩ ଯୋହନ 1:15 - ପବିତ୍ର ବାଇବଲ15 ତୁମ୍ଭ ପ୍ରତି ଶାନ୍ତି ହେଉ। ମୋର ଏଠାରେ ଥିବା ବନ୍ଧୁମାନେ ତୁମ୍ଭ ପାଖକୁ ସେମାନଙ୍କର ପ୍ରେମ ଜଣାଉଛନ୍ତି। ଦୟାକରି ଆମ୍ଭର ପ୍ରେମ ସେଠାରେ ଥିବା ପ୍ରତ୍ୟେକ ବନ୍ଧୁଙ୍କୁ ଜଣାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତୁମ୍ଭ ପ୍ରତି ଶାନ୍ତି ହେଉ; ମିତ୍ରମାନେ ତୁମ୍ଭକୁ ନମସ୍କାର ଜଣାଉ ଅଛନ୍ତି। ପ୍ରତ୍ୟେକଙ୍କ ନାମ ଘେନି ମିତ୍ରମାନଙ୍କୁ ନମସ୍କାର ଜଣାଅ। Viz kapitolaଓଡିଆ ବାଇବେଲ15 ତୁମ୍ଭ ପ୍ରତି ଶାନ୍ତି ହେଉ; ମିତ୍ରମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି । ପ୍ରତ୍ୟେକଙ୍କ ନାମ ଘେନି ମିତ୍ରମାନଙ୍କୁ ନମସ୍କାର ଜଣାଅ । Viz kapitolaପବିତ୍ର ବାଇବଲ (CL) NT (BSI)15 ତୁମେ ଶାନ୍ତିରେ ରୁହ, ତୁମର ବନ୍ଧୁମାନେ ସମସ୍ତେ ତୁମକୁ ଶୁଭେଚ୍ଛା ଜଣାଉଛନ୍ତି। ଆମର ସବୁ ବନ୍ଧୁମାନଙ୍କୁ ବ୍ୟକ୍ତିଗତ ଭାବରେ ନମସ୍କାର ଜଣାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତୁମ୍ଭ ପ୍ରତି ଶାନ୍ତି ହେଉ; ମିତ୍ରମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି। ପ୍ରତ୍ୟେକଙ୍କ ନାମ ଘେନି ମିତ୍ରମାନଙ୍କୁ ନମସ୍କାର ଜଣାଅ। Viz kapitola |