୩ ଯୋହନ 1:6 - ପବିତ୍ର ବାଇବଲ6 ସେହି ଭାଇମାନେ, ତୁମ୍ଭର ପ୍ରେମ ସମ୍ବନ୍ଧରେ ମଣ୍ଡଳୀକୁ କହିଛନ୍ତି। ଦୟାକରି ତୁମ୍ଭେ ସେମାନଙ୍କୁ ସେମାନଙ୍କର ଯାତ୍ରାରେ ସାହାଯ୍ୟ କର। ତୁମ୍ଭେ ସେମାନଙ୍କୁ ଏପରି ସାହାଯ୍ୟ କର, ଯେପରି ତାହା ପରମେଶ୍ୱରଙ୍କୁ ସନ୍ତୁଷ୍ଟ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେମାନେ ମଣ୍ତଳୀ ନିକଟରେ ତୁମ୍ଭ ପ୍ରେମ ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି; ତୁମ୍ଭେ ଯଦି ସେମାନଙ୍କୁ ଈଶ୍ଵରଙ୍କ ଯୋଗ୍ୟ ଉପକାର ଦେଇ ବାଟ ବଳାଇଦିଅ, ତେବେ ଉତ୍ତମ କାର୍ଯ୍ୟ କରିବ, Viz kapitolaଓଡିଆ ବାଇବେଲ6 ସେମାନେ ମଣ୍ଡଳୀ ନିକଟରେ ତୁମ୍ଭ ପ୍ରେମ ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି; ତୁମ୍ଭେ ଯଦି ସେମାନଙ୍କୁ ଈଶ୍ୱରଙ୍କ ଯୋଗ୍ୟ ଉପକାର ଦେଇ ବାଟ ବଳାଇଦିଅ, ତେବେ ଉତ୍ତମ କାର୍ଯ୍ୟ କରିବ, Viz kapitolaପବିତ୍ର ବାଇବଲ (CL) NT (BSI)6 ତୁମର ଦ୍ନେହ ବ୍ୟବହାର ବିଷୟରେ ସେମାନେ ଏଠିକର ମଣ୍ଡଳୀରେ ପ୍ରକାଶ କରିଛନ୍ତି। ମୋର ଅନୁରୋଧ, ତୁମେ ସେମାନଙ୍କ ଯାତ୍ରା ପାଇଁ ସାହାଯ୍ୟ ଦିଅ। ଏହା ଦ୍ୱରା ଈଶ୍ବର ପ୍ରୀତ ହେବେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେମାନେ ମଣ୍ଡଳୀ ନିକଟରେ ତୁମ୍ଭ ପ୍ରେମ ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି; ତୁମ୍ଭେ ଯଦି ସେମାନଙ୍କୁ ଈଶ୍ବରଙ୍କ ଯୋଗ୍ୟ ଉପକାର ଦେଇ ବାଟ ବଳାଇଦିଅ, ତେବେ ଉତ୍ତମ କାର୍ଯ୍ୟ କରିବ, Viz kapitola |