୩ ଯୋହନ 1:8 - ପବିତ୍ର ବାଇବଲ8 ତେଣୁ ଆମ୍ଭେ ସେହି ଭାଇମାନଙ୍କୁ ସାହାଯ୍ୟ କରିବା ଉଚିତ୍। ଆମ୍ଭେ ତାହାଙ୍କୁ ସାହାଯ୍ୟ କରିବା ଦ୍ୱାରା ଆମ୍ଭେ ସତ୍ୟ ନିମନ୍ତେ ସେମାନଙ୍କର କାର୍ଯ୍ୟରେ ଭାଗୀଦାର ହୋଇପାରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଅତଏବ, ଆମ୍ଭେମାନେ ଯେପରି ସତ୍ୟ ସକାଶେ ସେମାନଙ୍କର ସହକାର୍ଯ୍ୟକାରୀ ହୋଇ ପାରୁ, ଏଥିନିମନ୍ତେ ସେମାନଙ୍କର ଉପକାର କରିବା ଆମ୍ଭମାନଙ୍କର କର୍ତ୍ତବ୍ୟ। Viz kapitolaଓଡିଆ ବାଇବେଲ8 ଅତଏବ, ଆମ୍ଭେମାନେ ଯେପରି ସତ୍ୟ ସକାଶେ ସେମାନଙ୍କର ସହକାର୍ଯ୍ୟକାରୀ ହୋଇ ପାରୁ, ଏଥି ନିମନ୍ତେ ସେମାନଙ୍କର ଉପକାର କରିବା ଆମ୍ଭମାନଙ୍କର କର୍ତ୍ତବ୍ୟ । Viz kapitolaପବିତ୍ର ବାଇବଲ (CL) NT (BSI)8 ଆମେ ଖ୍ରୀଷ୍ଟବିଶ୍ୱାସୀମାନେ ସେମାନଙ୍କୁ ସାହାଯ୍ୟ କରି ସତ୍ୟର ପ୍ରାଶ ପାଇଁ ସେମାନଙ୍କ କାର୍ଯ୍ୟରେ ଅଂଶ ଗ୍ରହଣ କରିବା ଉଚିତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଅତଏବ, ଆମ୍ଭେମାନେ ଯେପରି ସତ୍ୟ ସକାଶେ ସେମାନଙ୍କର ସହକର୍ମୀ ହୋଇପାରୁ, ଏଥିନିମନ୍ତେ ସେମାନଙ୍କର ଉପକାର କରିବା ଆମ୍ଭମାନଙ୍କର କର୍ତ୍ତବ୍ୟ। Viz kapitola |