୩ ଯୋହନ 1:9 - ପବିତ୍ର ବାଇବଲ9 ମୁଁ ମଣ୍ଡଳୀକୁ ଗୋଟିଏ ପତ୍ର ଲେଖିଥିଲି। କିନ୍ତୁ ଦିୟତ୍ରଫା ଆମ୍ଭ କଥା ଶୁଣିବା ପାଇଁ ରାଜି ନୁହେଁ। ସେ ସର୍ବଦା ସେଠାରେ ନେତା ହୋଇ ରହିବା ପାଇଁ ଗ୍ଭହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ମୁଁ ମଣ୍ତଳୀ ନିକଟକୁ କିଛି ଲେଖିଲି; ମାତ୍ର ଦୀୟତ୍ରଫା ମଣ୍ତଳୀ ମଧ୍ୟରେ ପ୍ରଧାନ ହେବାକୁ ଭଲ ପାଇ ଆମ୍ଭମାନଙ୍କୁ ଅଗ୍ରାହ୍ୟ କରେ। Viz kapitolaଓଡିଆ ବାଇବେଲ9 ମୁଁ ମଣ୍ଡଳୀ ନିକଟକୁ କିଛି ଲେଖିଲି; ମାତ୍ର ଦୀୟତ୍ରଫା ମଣ୍ଡଳୀ ମଧ୍ୟରେ ପ୍ରଧାନ ହେବାକୁ ଭଲ ପାଇ ଆମ୍ଭମାନଙ୍କୁ ଅଗ୍ରାହ୍ୟ କରେ । Viz kapitolaପବିତ୍ର ବାଇବଲ (CL) NT (BSI)9 ମୁଁ ତୁମ ମଣ୍ଡଳୀକି ଗୋଟିଏ ଛୋଟ ପତ୍ର ଲେଖିଥିଲି, କିନ୍ତୁ ମଣ୍ଡଳୀର ନେତା ହେବାକୁ ଇଚ୍ଛା କରୁଥିବା ଡାୟୋଟ୍ରେଫିସ୍ ମୋର କଥାକୁ ଭ୍ରୂକ୍ଷେପ କରି ନାହାଁନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମୁଁ ମଣ୍ଡଳୀ ନିକଟକୁ କିଛି ଲେଖିଲି; ମାତ୍ର ଦୀୟତ୍ରଫା ମଣ୍ଡଳୀ ମଧ୍ୟରେ ପ୍ରଧାନ ହେବାକୁ ଭଲ ପାଇ ଆମ୍ଭମାନଙ୍କୁ ଅଗ୍ରାହ୍ୟ କରେ। Viz kapitola |