ପ୍ରେରିତ 1:17 - ପବିତ୍ର ବାଇବଲ17 ଯିହୂଦା ଆମ୍ଭ ଦଳରେ ଥିଲା ଓ ଆମ୍ଭ ସହିତ ଏକତ୍ର ସେବା କାର୍ଯ୍ୟ କରିଥିଲା, ପବିତ୍ରଆତ୍ମା କହିଥିଲେ ଯେ ଯେଉଁ ଲୋକମାନେ ଯୀଶୁଙ୍କୁ ବନ୍ଦୀ କରିବାକୁ ଯିବେ ଯିହୂଦା ସେମାନଙ୍କର ନେତା ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)17 କାରଣ ସେ ଆମ୍ଭମାନଙ୍କ ମଧ୍ୟରେ ଜଣେ ବୋଲି ଗଣାଯାଇଥିଲା ଓ ଏହି ସେବାପଦରେ ଅଂଶ ପ୍ରାପ୍ତ ହୋଇଥିଲା। Viz kapitolaଓଡିଆ ବାଇବେଲ17 କାରଣ ସେ ଆମ୍ଭମାନଙ୍କ ମଧ୍ୟରେ ଜଣେ ବୋଲି ଗଣାଯାଇଥିଲା ଓ ଏହି ସେବାପଦରେ ଅଂଶ ପ୍ରାପ୍ତ ହୋଇଥିଲା । Viz kapitolaପବିତ୍ର ବାଇବଲ (CL) NT (BSI)17 ଅବଶ୍ୟ ଯିହୁଦା ଆମ ଦଳରେ ଥିଲା ଓ ଆମ୍ଭମାନଙ୍କର ଜଣେ ସହକର୍ମୀ ହେବା ପାଇଁ ମନୋନୀତ ହୋଇଥିଲା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କାରଣ ସେ ଆମ୍ଭମାନଙ୍କ ମଧ୍ୟରେ ଜଣେ ବୋଲି ଗଣାଯାଇଥିଲା ଓ ଏହି ସେବାପଦରେ ଅଂଶ ପ୍ରାପ୍ତ ହୋଇଥିଲା। Viz kapitola |