ପ୍ରେରିତ 10:10 - ପବିତ୍ର ବାଇବଲ10 ତେଣୁ ପିତରଙ୍କୁ ବହୁତ ଭୋକ ଲାଗିବାରୁ ସେ ଖାଇବା ପାଇଁ ଇଚ୍ଛା କରୁଥିଲେ। ସେମାନେ ପିତରଙ୍କ ନିମନ୍ତେ ଖାଦ୍ୟ ତିଆରି କରୁଥିବା ସମୟରେ ସେ ଗୋଟିଏ ସ୍ୱପ୍ନ ଦେଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆଉ ସେ କ୍ଷୁଧିତ ହୋଇ ଭୋଜନ କରିବାକୁ ଇଚ୍ଛା କଲେ, କିନ୍ତୁ ସେମାନେ ଖାଦ୍ୟ ପ୍ରସ୍ତୁତ କରୁଥିବା ସମୟରେ ସେ ମୂର୍ଚ୍ଛିତ ହୋଇ ଦର୍ଶନ ପାଇ ଦେଖିଲେ, Viz kapitolaଓଡିଆ ବାଇବେଲ10 ଆଉ ସେ କ୍ଷୁଧିତ ହୋଇ ଖାଇବାକୁ ଇଚ୍ଛା କଲେ, କିନ୍ତୁ ସେମାନେ ଖାଦ୍ୟ ପ୍ରସ୍ତୁତ କରୁଥିବା ସମୟରେ ସେ ମୂର୍ଚ୍ଛିତ ହୋଇ ଦର୍ଶନ ଦେଖିଲେ, Viz kapitolaପବିତ୍ର ବାଇବଲ (CL) NT (BSI)10 ସେ କ୍ଷୁଧିତ ହୋଇ କିଛି ଖାଇବାକୁ ଚାହିଁଲେ ଓ ଖାଦ୍ୟ ପ୍ରସ୍ତୁତ ହେବା ସମୟରେ ସେ ଗୋଟିଏ ଦର୍ଶନ ପାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ ସେ କ୍ଷୁଧିତ ହୋଇ ଖାଇବାକୁ ଇଚ୍ଛା କଲେ, କିନ୍ତୁ ସେମାନେ ଖାଦ୍ୟ ପ୍ରସ୍ତୁତ କରୁଥିବା ସମୟରେ ସେ ମୂର୍ଚ୍ଛିତ ହୋଇ ଦର୍ଶନ ଦେଖିଲେ, Viz kapitola |