ପ୍ରେରିତ 10:14 - ପବିତ୍ର ବାଇବଲ14 ପିତର କହିଲେ, “ନା ପ୍ରଭୁ। ମୁଁ କେବେ କୌଣସି ଅପବିତ୍ର ବା ଅପରିଷ୍କାର ଖାଦ୍ୟ ଖାଇ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)14 କିନ୍ତୁ ପିତର କହିଲେ, ନାହିଁ, ପ୍ରଭୋ, ମୁଁ କେବେ ହେଲେ କୌଣସି ଅପବିତ୍ର ଓ ଅଶୁଚି ପଦାର୍ଥ ଭୋଜନ କରି ନାହିଁ। Viz kapitolaଓଡିଆ ବାଇବେଲ14 କିନ୍ତୁ ପିତର କହିଲେ, ନାହିଁ, ପ୍ରଭୁ, ମୁଁ କେବେହେଲେ କୌଣସି ଅପବିତ୍ର ଓ ଅଶୁଚି ପଦାର୍ଥ ଖାଇ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)14 କିନ୍ତୁ ପିତର କହିଲେ, “ନା ପ୍ରଭୁ, ମୁଁ ପାରିବି ନାହିଁ! ମୁଁ କେବେ କୌଣସି ଅଶୁଚି ବା ଅପବିତ୍ର ବସ୍ତୁ ଭୋଜନ କରି ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କିନ୍ତୁ ପିତର କହିଲେ, ନାହିଁ, ପ୍ରଭୁ, ମୁଁ କେବେହେଲେ କୌଣସି ଅପବିତ୍ର ଓ ଅଶୁଚି ପଦାର୍ଥ ଖାଇ ନାହିଁ। Viz kapitola |