ପ୍ରେରିତ 10:16 - ପବିତ୍ର ବାଇବଲ16 ଏହିପରି ତିନିଥର ହେବାପରେ ସେ ଜିନିଷଟି ହଠାତ୍ ସ୍ୱର୍ଗକୁ ଉଠି ଗ୍ଭଲିଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଏହି ପ୍ରକାର ତିନି ଥର ହେଲା, ଆଉ ତତ୍କ୍ଷଣାତ୍ ସେହି ପାତ୍ରଟି ଆକାଶକୁ ଉଠାଇ ନିଆଗଲା। Viz kapitolaଓଡିଆ ବାଇବେଲ16 ଏହି ପ୍ରକାର ତିନି ଥର ହେଲା, ଆଉ ସଙ୍ଗେ ସଙ୍ଗେ ସେହି ପାତ୍ରଟି ଆକାଶକୁ ଉଠାଇ ନିଆଗଲା । Viz kapitolaପବିତ୍ର ବାଇବଲ (CL) NT (BSI)16 ତିନିଥର ଏପରି ହେବା ପରେ, ଚାଦରଟି ଆକାଶକୁ ଉଠାଇ ନିଆଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏହି ପ୍ରକାର ତିନି ଥର ହେଲା, ଆଉ ସଙ୍ଗେ ସଙ୍ଗେ ସେହି ପାତ୍ରଟି ଆକାଶକୁ ଉଠାଇ ନିଆଗଲା। Viz kapitola |