ପ୍ରେରିତ 10:18 - ପବିତ୍ର ବାଇବଲ18 ସେମାନେ ତାହାଙ୍କୁ ଡାକିଲେ ଓ ପିତର ନାମରେ ପରିଚିତ ଶିମୋନ ସେଠାରେ ଅତିଥି ଭାବରେ ରହିଛନ୍ତି କି ନାହିଁ ପଗ୍ଭରିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପିତର ଉପନାମପ୍ରାପ୍ତ ଶିମୋନ ସେଠାରେ ଅତିଥି ସ୍ଵରୂପେ ବାସ କରୁଅଛନ୍ତି କି ନାହିଁ, ତାହା ଡାକି ପଚାରିଲେ। Viz kapitolaଓଡିଆ ବାଇବେଲ18 ପିତର ଉପନାମପ୍ରାପ୍ତ ଶିମୋନ ସେଠାରେ ଅତିଥି ସ୍ୱରୂପେ ବାସ କରୁଅଛନ୍ତି କି ନାହିଁ, ତାହା ଡାକି ପଚାରିଲେ । Viz kapitolaପବିତ୍ର ବାଇବଲ (CL) NT (BSI)18 ସେମାନେ ପଚାରିଲେ, “ଶିମୋନ ପିତର ନାମରେ ଏଠାରେ ଜଣେ ଅତିଥି ଅଛନ୍ତି କି?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପିତର ଉପନାମପ୍ରାପ୍ତ ଶିମୋନ ସେଠାରେ ଅତିଥି ସ୍ୱରୂପେ ବାସ କରୁଅଛନ୍ତି କି ନାହିଁ, ତାହା ଡାକି ପଚାରିଲେ। Viz kapitola |