ପ୍ରେରିତ 10:20 - ପବିତ୍ର ବାଇବଲ20 ତେଣୁ ଉଠ ଓ ତଳକୁ ଯାଅ। ସେହି ଲୋକମାନଙ୍କ ସହିତ ଯାଅ ଓ ସେମାନଙ୍କୁ କିଛି ପଗ୍ଭର ନାହିଁ। କାରଣ ମୁଁ ସେମାନଙ୍କୁ ପଠାଇଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)20 ଉଠ, ତଳକୁ ଯାଇ କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯାଅ, କାରଣ ଆମ୍ଭେ ସେମାନଙ୍କୁ ପଠାଇଅଛୁ। Viz kapitolaଓଡିଆ ବାଇବେଲ20 ଉଠ, ତଳକୁ ଯାଇ କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯାଅ, କାରଣ ଆମ୍ଭେ ସେମାନଙ୍କୁ ପଠାଇଅଛୁ । Viz kapitolaପବିତ୍ର ବାଇବଲ (CL) NT (BSI)20 ପ୍ରସ୍ତୁତ ହୋଇ ତଳକୁ ଯାଅ ଓ ସେମାନଙ୍କ ସଙ୍ଗେ ଯିବା ପାଇ କୁଣ୍ଠାବୋଧ କର ନାହିଁ, କାରଣ ମୁଁ ସେମାନଙ୍କୁ ପଠାଇ ଅଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଉଠ, ତଳକୁ ଯାଇ କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯାଅ, କାରଣ ଆମ୍ଭେ ସେମାନଙ୍କୁ ପଠାଇଅଛୁ। Viz kapitola |