Online Bible

- Reklamy -




ପ୍ରେରିତ 10:24 - ପବିତ୍ର ବାଇବଲ

24 ତହିଁ ଆରଦିନ ସେ କାଇସରୀଆ ନଗରରେ ପହଞ୍ଚିଲେ। କର୍ଣ୍ଣୀଲିୟ ନିଜର ବନ୍ଧୁବାନ୍ଧବ ଓ ଘନିଷ୍ଟ ବନ୍ଧୁମାନଙ୍କୁ ଡକେଇ ସେମାନଙ୍କ ଅପେକ୍ଷାରେ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ପରଦିନ ସେମାନେ କାଇସରିଆରେ ପ୍ରବେଶ କଲେ, ଆଉ, କର୍ଣ୍ଣିଲୀୟ ଆପଣା ଆତ୍ମୀୟ ଓ ନିକଟସ୍ଥ ବନ୍ଧୁମାନଙ୍କୁ ଡାକି ଏକତ୍ର କରି ସେମାନଙ୍କ ଅପେକ୍ଷାରେ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

24 ପରଦିନ ସେମାନେ କାଇସରିିୟାରେ ପ୍ରବେଶ କଲେ, ଆଉ କର୍ଣ୍ଣିଲୀୟ ଆପଣା ଆତ୍ମୀୟ ଓ ନିକଟସ୍ଥ ବନ୍ଧୁମାନଙ୍କୁ ଡାକି ଏକତ୍ର କରି ସେମାନଙ୍କ ଅପେକ୍ଷାରେ ଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

24 ପରଦିନ ସେମାନେ ସିସେରିଆରେ ପହଞ୍ଚିଲେ। ସେଠାରେ କର୍ଣ୍ଣୀଲିୟ ତାଙ୍କର ନିକଟତମ ବନ୍ଧୁ ଓ ଆତ୍ମୀୟମାନଙ୍କ ସହିତ ପିତରଙ୍କ ଅପେକ୍ଷାରେ ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପରଦିନ ସେମାନେ କାଇସରିୟାରେ ପ୍ରବେଶ କଲେ, ଆଉ କର୍ଣ୍ଣିଲୀୟ ଆପଣା ଆତ୍ମୀୟ ଓ ନିକଟସ୍ଥ ବନ୍ଧୁମାନଙ୍କୁ ଡାକି ଏକତ୍ର କରି ସେମାନଙ୍କ ଅପେକ୍ଷାରେ ଥିଲେ।

Viz kapitola kopírovat




ପ୍ରେରିତ 10:24

Následuj nás:

Reklamy


Reklamy