ପ୍ରେରିତ 10:26 - ପବିତ୍ର ବାଇବଲ26 ପିତର ତାହାଙ୍କୁ ଉଠେଇ ଦେଇ କହିଲେ, “ଉଠ, ମୁଁ ତୁମ୍ଭପରି କେବଳ ଜଣେ ମଣିଷ।” Viz kapitolaପବିତ୍ର ବାଇବଲ (Re-edited) - (BSI)26 କିନ୍ତୁ ପିତର ତାଙ୍କୁ ଉଠାଇ କହିଲେ, ଠିଆ ହୁଅ; ମୁଁ ମଧ୍ୟ ଜଣେ ମନୁଷ୍ୟ। Viz kapitolaଓଡିଆ ବାଇବେଲ26 କିନ୍ତୁ ପିତର ତାହାଙ୍କୁ ଉଠାଇ କହିଲେ, ଠିଆ ହୁଅ; ମୁଁ ମଧ୍ୟ ଜଣେ ମନୁଷ୍ୟ । Viz kapitolaପବିତ୍ର ବାଇବଲ (CL) NT (BSI)26 କିନ୍ତୁ ପିତର ତାଙ୍କୁ ଉଠାଇ କହିଲେ, “ଠିଆ ହୁଅ, ମୁଁ ନିଜେ ଜଣେ ମନୁଷ୍ୟ ମାତ୍ର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 କିନ୍ତୁ ପିତର ତାହାଙ୍କୁ ଉଠାଇ କହିଲେ, ଠିଆ ହୁଅ; ମୁଁ ମଧ୍ୟ ଜଣେ ମନୁଷ୍ୟ। Viz kapitola |