ପ୍ରେରିତ 10:29 - ପବିତ୍ର ବାଇବଲ29 ତେଣୁ ମୁଁ ନିମନ୍ତ୍ରଣ ପାଇ ବିନା ଆପତ୍ତିରେ ଏଠାକୁ ଗ୍ଭଲିଆସିଲି। ମୋତେ ବର୍ତ୍ତମାନ କୁହ, ତୁମ୍ଭେମାନେ ମୋତେ କାହିଁକି ଡକେଇଥିଲ?” Viz kapitolaପବିତ୍ର ବାଇବଲ (Re-edited) - (BSI)29 ସେଥିପାଇଁ ମୋତେ ଆହ୍ଵାନ କରାଯିବାମାତ୍ର ମୁଁ ମଧ୍ୟ ଆପତ୍ତି ନ କରି ଆସିଲି। ଏଣୁ ମୁଁ ପଚାରେ, କି ନିମନ୍ତେ ଆପଣମାନେ ମୋତେ ଡକାଇଅଛନ୍ତି? Viz kapitolaଓଡିଆ ବାଇବେଲ29 ସେଥିପାଇଁ ମୋତେ ଆହ୍ୱାନ କରାଯିବା ମାତ୍ରେ ମୁଁ ମଧ୍ୟ ଆପତ୍ତି ନ କରି ଆସିଲି । ଏଣୁ ମୁଁ ପଚାରେ, କି ନିମନ୍ତେ ଆପଣମାନେ ମୋତେ ଡକାଇଅଛନ୍ତି ? Viz kapitolaପବିତ୍ର ବାଇବଲ (CL) NT (BSI)29 ତେଣୁ ତୁମେ ଯେତେବେଳେ ମୋତେ ଡକାଇଲ, ମୁଁ କୌଣସି ଆପତ୍ତି ନ କରି ଆସିଲି। ମୁଁ ଜାଣିବାକୁ ଚାହେଁ, ତୁମେ କାହିଁକି ମୋତେ ଡକାଇଲ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ସେଥିପାଇଁ ମୋତେ ଆହ୍ୱାନ କରାଯିବା ମାତ୍ରେ ମୁଁ ମଧ୍ୟ ଆପତ୍ତି ନ କରି ଆସିଲି। ଏଣୁ ମୁଁ ପଚାରେ, କି ନିମନ୍ତେ ଆପଣମାନେ ମୋତେ ଡକାଇଅଛନ୍ତି? Viz kapitola |