ପ୍ରେରିତ 10:36 - ପବିତ୍ର ବାଇବଲ36 ପରମେଶ୍ୱର ଇସ୍ରାଏଲ ଲୋକମାନଙ୍କ ପାଖକୁ ତାହାଙ୍କ ସମାଗ୍ଭର ପଠାଇଥିଲେ। ସେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ତାହାଙ୍କର ଶାନ୍ତି ସୁସମାଗ୍ଭର ପଠାଇଛନ୍ତି। ସେ ସମସ୍ତଙ୍କର ପ୍ରଭୁ। Viz kapitolaପବିତ୍ର ବାଇବଲ (Re-edited) - (BSI)36 ସେ ତ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ। Viz kapitolaଓଡିଆ ବାଇବେଲ36 ସେ ତ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ । Viz kapitolaପବିତ୍ର ବାଇବଲ (CL) NT (BSI)36 ତୁମ୍ଭେମାନେ ଜାଣିଛ ଯେ ଈଶ୍ୱର ଇଶ୍ରାଏଲୀୟମାନଙ୍କ ନିକଟକୁ ଯେଉଁ ବାର୍ତ୍ତା ପ୍ରେରଣ କରିଥିଲେ, ତାହା ହିଁ ଯୀଶୁଙ୍କ ଦ୍ୱାରା ଘୋଷଣା କରାଯାଇଥିବା ଶାନ୍ତିର ବାର୍ତ୍ତା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ସେ ତ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ। Viz kapitola |