ପ୍ରେରିତ 10:44 - ପବିତ୍ର ବାଇବଲ44 ପିତର ଏହିକଥା କହିବା ସମୟରେ ସୁସମାଗ୍ଭର ଶୁଣୁଥିବା ସମସ୍ତ ଲୋକମାନଙ୍କ ଉପରେ ପବିତ୍ରଆତ୍ମା ଓହ୍ଲାଇ ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)44 ପିତର ଏହିସବୁ କଥା କହୁଥିବା ସମୟରେ ଯେତେ ଲୋକ ବାକ୍ୟ ଶୁଣୁଥିଲେ, ସେହି ସମସ୍ତଙ୍କ ଉପରେ ପବିତ୍ର ଆତ୍ମା ଅବତରଣ କଲେ। Viz kapitolaଓଡିଆ ବାଇବେଲ44 ପିତର ଏହି ସବୁ କଥା କହୁଥିବା ସମୟରେ ଯେତେ ଲୋକ ବାକ୍ୟ ଶୁଣୁଥିଲେ, ସେହି ସମସ୍ତଙ୍କ ଉପରେ ପବିତ୍ର ଆତ୍ମା ଅବତରଣ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)44 ପିତର ଶିକ୍ଷା ଦେଉଥିବା ସମୟରେ ଯେଉଁମାନେ ତାଙ୍କର ଶିକ୍ଷା ଶୁଣୁଥିଲେ, ସେ ସମସ୍ତଙ୍କ ଉପରେ ପବିତ୍ରଆତ୍ମା ଅବତରଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ପିତର ଏହିସବୁ କଥା କହୁଥିବା ସମୟରେ ଯେତେ ଲୋକ ବାକ୍ୟ ଶୁଣୁଥିଲେ, ସେହି ସମସ୍ତଙ୍କ ଉପରେ ପବିତ୍ର ଆତ୍ମା ଅବତରଣ କଲେ। Viz kapitola |