ପ୍ରେରିତ 10:46 - ପବିତ୍ର ବାଇବଲ46 ସେମାନଙ୍କ ଭିନ୍ନଭିନ୍ନ ଭାଷାରେ କଥା ହେବା ଓ ପରମେଶ୍ୱରଙ୍କୁ ପ୍ରଶଂସା କରିବାର ମଧ୍ୟ ଶୁଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)46 କାରଣ ସେମାନେ ସେମାନଙ୍କୁ ବିଭିନ୍ନ ଭାଷାରେ କଥା କହୁଥିବା ଓ ଈଶ୍ଵରଙ୍କ ପ୍ରଶଂସା କରୁଥିବା ଶୁଣୁଥିଲେ। Viz kapitolaଓଡିଆ ବାଇବେଲ46 କାରଣ ସେମାନେ ସେମାନଙ୍କୁ ବିଭିନ୍ନ ଭାଷାରେ କଥା କହୁଥିବା ଓ ଈଶ୍ୱରଙ୍କ ପ୍ରଶଂସା କରୁଥିବା ଶୁଣୁଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)46 କାରଣ ଇହୁଦୀ ବିଶ୍ୱାସୀମାନେ ସେମାନଙ୍କୁ ଈଶ୍ୱରଙ୍କ ପ୍ରଶଂସା କରୁଥିବା ଓ ଭିନ୍ନ ଭାଷାରେ କଥା କହୁଥିବା ଶୁଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 କାରଣ ସେମାନେ ସେମାନଙ୍କୁ ବିଭିନ୍ନ ଭାଷାରେ କଥା କହୁଥିବା ଓ ଈଶ୍ବରଙ୍କ ପ୍ରଶଂସା କରୁଥିବା ଶୁଣୁଥିଲେ। Viz kapitola |