ପ୍ରେରିତ 11:11 - ପବିତ୍ର ବାଇବଲ11 ଠିକ୍ ସେହି ସମୟରେ ତିନି ଜଣ ମଣିଷ ଆମ୍ଭେ ରହୁଥିବା ଘରକୁ ଆସିଲେ। ସେମାନଙ୍କୁ କାଇସରୀଆରୁ ମୋ’ ପାଖକୁ ପଠା ଯାଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ପୁଣି ଦେଖନ୍ତୁ, ସେହିକ୍ଷଣି ତିନି ଜଣ ଲୋକ, ଆମ୍ଭେମାନେ ଯେଉଁ ଗୃହରେ ଥିଲୁ, ସେଥିର ସମ୍ମୁଖରେ ଆସି ଠିଆ ହେଲେ, ସେମାନେ କାଇସରିଆରୁ ମୋʼ ନିକଟକୁ ପ୍ରେରିତ ହୋଇଥିଲେ। Viz kapitolaଓଡିଆ ବାଇବେଲ11 ପୁଣି, ଦେଖନ୍ତୁ, ସେହିକ୍ଷଣି ତିନି ଜଣ ଲୋକ, ଆମ୍ଭେମାନେ ଯେଉଁ ଗୃହରେ ଥିଲୁ, ସେଥିର ସମ୍ମୁଖରେ ଆସି ଠିଆ ହେଲେ, ସେମାନେ କାଇସରିୟାରୁ ମୋ ନିକଟକୁ ପ୍ରେରିତ ହୋଇଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)11 ଠିକ୍ ସେହି ମୁହୂର୍ତ୍ତରେ, ସିସେରିଆରୁ ମୋ’ ପାଖକୁ ପ୍ରେରିତ ତିନି ଜଣ ଲୋକ ମୁଁ ଯେଉଁ ଘରେ ରହୁଥିଲି, ସେଠାରେ ପହଞ୍ଚିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ଦେଖନ୍ତୁ, ସେହିକ୍ଷଣି ତିନି ଜଣ ଲୋକ, ଆମ୍ଭେମାନେ ଯେଉଁ ଗୃହରେ ଥିଲୁ, ସେଥିର ସମ୍ମୁଖରେ ଆସି ଠିଆ ହେଲେ, ସେମାନେ କାଇସରିୟାରୁ ମୋ ନିକଟକୁ ପ୍ରେରିତ ହୋଇଥିଲେ। Viz kapitola |