Online Bible

- Reklamy -




ପ୍ରେରିତ 11:14 - ପବିତ୍ର ବାଇବଲ

14 ସେ ତୁମ୍ଭକୁ ଓ ତୁମ୍ଭ ଘରେ ରହୁଥିବା ଲୋକମାନଙ୍କୁ ବାକ୍ୟ କହିବେ, ଯାହାଦ୍ୱାରା ତୁମ୍ଭେ ସମସ୍ତେ ରକ୍ଷା ପାଇବ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଯେସମସ୍ତ ବାକ୍ୟ ଦ୍ଵାରା ତୁମ୍ଭେ ଓ ତୁମ୍ଭର ସମସ୍ତ ପରିବାର ପରିତ୍ରାଣ ପାଇବ, ସେ ତୁମ୍ଭକୁ ସେହିସବୁ କହିବେ।

Viz kapitola kopírovat

ଓଡିଆ ବାଇବେଲ

14 ଯେ ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେ ଓ ତୁମ୍ଭର ସମସ୍ତ ପରିବାର ପରିତ୍ରାଣ ପାଇବ, ସେ ତୁମ୍ଭକୁ ସେହି ସବୁ କହିବେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

14 ସେ ଆସି ତୁମ୍ଭମାନଙ୍କୁ ଶିକ୍ଷା ଦେବେ ଓ ତଦ୍ଦ୍ୱାରା ତୁମେ ଓ ତୁମର ପରିବାର ପରିତ୍ରାଣ ପାଇବ।’

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଯେ ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେ ଓ ତୁମ୍ଭର ସମସ୍ତ ପରିବାର ପରିତ୍ରାଣ ପାଇବ, ସେ ତୁମ୍ଭକୁ ସେହିସବୁ କହିବେ।

Viz kapitola kopírovat




ପ୍ରେରିତ 11:14

Následuj nás:

Reklamy


Reklamy