ପ୍ରେରିତ 11:15 - ପବିତ୍ର ବାଇବଲ15 “ମୁଁ କହିବାକୁ ଆରମ୍ଭ କଲା ମାତ୍ରେ, ପବିତ୍ରଆତ୍ମା ସେମାନଙ୍କ ଉପରେ ଓହ୍ଲାଇ ଆସିଲେ, ଯେପରି ଆମ୍ଭ ଉପରେ ପ୍ରଥମରେ ଓହ୍ଲାଇ ଆସିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ପରେ ମୁଁ କଥା କହିବାକୁ ଆରମ୍ଭ କରିବା ସମୟରେ ପବିତ୍ର ଆତ୍ମା ପ୍ରଥମରେ ଆମ୍ଭମାନଙ୍କ ଉପରେ ଅବତରଣ କଲା ପରି ସେମାନଙ୍କ ଉପରେ ସୁଦ୍ଧା ଅବତରଣ କଲେ। Viz kapitolaଓଡିଆ ବାଇବେଲ15 ପରେ ମୁଁ କଥା କହିବାକୁ ଆରମ୍ଭ କରିବା ସମୟରେ ପବିତ୍ର ଆତ୍ମା ପ୍ରଥମରେ ଆମ୍ଭମାନଙ୍କ ଉପରେ ଅବତରଣ କଲାପରି ସେମାନଙ୍କ ଉପରେ ସୁଦ୍ଧା ଅବତରଣ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)15 ଆଉ ମୁଁ ଯେତେବେଳେ ଶିକ୍ଷା ଦେବାକୁ ଆରମ୍ଭ କଲି, ପୂର୍ବେ ପବିତ୍ରଆତ୍ମା ଯେପରି ଆମ ଉପରେ ଅବତରଣ କରିଥିଲେ, ସେହିପରି ସେମାନଙ୍କ ଉପରେ ଅବତରଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପରେ ମୁଁ କଥା କହିବାକୁ ଆରମ୍ଭ କରିବା ସମୟରେ ପବିତ୍ର ଆତ୍ମା ପ୍ରଥମରେ ଆମ୍ଭମାନଙ୍କ ଉପରେ ଅବତରଣ କଲା ପରି ସେମାନଙ୍କ ଉପରେ ସୁଦ୍ଧା ଅବତରଣ କଲେ। Viz kapitola |