ପ୍ରେରିତ 11:21 - ପବିତ୍ର ବାଇବଲ21 ପ୍ରଭୁ ସେହି ବିଶ୍ୱାସୀମାନଙ୍କୁ ସାହାଯ୍ୟ କରୁଥିଲେ। ତେଣୁ ଅନେକ ଲୋକ ବିଶ୍ୱାସ କଲେ ଓ ପ୍ରଭୁଙ୍କର ଅନୁଗମନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଆଉ, ସେମାନଙ୍କ ସହିତ ପ୍ରଭୁଙ୍କର ହସ୍ତ ଥିଲା, ପୁଣି ଅନେକ ଅନେକ ଲୋକ ବିଶ୍ଵାସ କରି ପ୍ରଭୁଙ୍କ ପ୍ରତି ଫେରିଲେ। Viz kapitolaଓଡିଆ ବାଇବେଲ21 ଆଉ ସେମାନଙ୍କ ସହିତ ପ୍ରଭୁଙ୍କର ହସ୍ତ ଥିଲା, ପୁଣି, ଅନେକ ଅନେକ ଲୋକ ବିଶ୍ୱାସ କରି ପ୍ରଭୁଙ୍କ ପ୍ରତି ଫେରିଲେ । Viz kapitolaପବିତ୍ର ବାଇବଲ (CL) NT (BSI)21 ଈଶ୍ୱରଙ୍କ ଶକ୍ତି ସେମାନଙ୍କ ସହିତ ଥିଲା ଓ ବହୁସଂଖ୍ୟକ ଲୋକ ବିଶ୍ୱାସ କରି ପ୍ରଭୁଙ୍କ ପ୍ରତି ମନ ଫେରାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ ସେମାନଙ୍କ ସହିତ ପ୍ରଭୁଙ୍କର ହସ୍ତ ଥିଲା, ପୁଣି, ଅନେକ ଅନେକ ଲୋକ ବିଶ୍ୱାସ କରି ପ୍ରଭୁଙ୍କ ପ୍ରତି ଫେରିଲେ। Viz kapitola |