Online Bible

- Reklamy -




ପ୍ରେରିତ 11:24 - ପବିତ୍ର ବାଇବଲ

24 ବର୍ଣ୍ଣ‌ବ୍‌‌ବା ଜଣେ ଉତ୍ତମ ବ୍ୟକ୍ତି ଥିଲେ। ସେ ପବିତ୍ରଆତ୍ମା ଓ ବିଶ୍ୱାସରେ ପୂର୍ଣ୍ଣ ଥିଲେ। ତେଣୁ ଅନେକ ଲୋକ ତାହାଙ୍କ ଲାଗି ପ୍ରଭୁ ଯୀଶୁଙ୍କର ଶିଷ୍ୟ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 କାରଣ ସେ ଜଣେ ଉତ୍ତମ ବ୍ୟକ୍ତି, ପୁଣି ପବିତ୍ର ଆତ୍ମା ଓ ବିଶ୍ଵାସରେ ପରିପୂର୍ଣ୍ଣ ଥିଲେ। ଏହିପ୍ରକାରେ ଅନେକ ଅନେକ ଲୋକ ପ୍ରଭୁଙ୍କଠାରେ ସଂଯୁକ୍ତ ହେଲେ।

Viz kapitola kopírovat

ଓଡିଆ ବାଇବେଲ

24 କାରଣ ସେ ଜଣେ ଉତ୍ତମ ବ୍ୟକ୍ତି, ପୁଣି, ପବିତ୍ର ଆତ୍ମା ଓ ବିଶ୍ୱାସରେ ପରିପୂର୍ଣ୍ଣ ଥିଲେ । ଏହି ପ୍ରକାରେ ଅନେକ ଅନେକ ଲୋକ ପ୍ରଭୁଙ୍କଠାରେ ସଂଯୁକ୍ତ ହେଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

24 ବର୍ଣ୍ଣବା ପବିତ୍ରଆତ୍ମା ଓ ବିଶ୍ୱାସରେ ପରିପୂର୍ଣ୍ଣ ଜଣେ ଧାର୍ମିକ ବ୍ୟକ୍ତି ଥିଲେ। ତାଙ୍କ ପ୍ରଚାର ଦ୍ୱାରା ଅନେକ ଲୋକ ପ୍ରଭୁଙ୍କ ନିକଟବର୍ତ୍ତୀ ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 କାରଣ ସେ ଜଣେ ଉତ୍ତମ ବ୍ୟକ୍ତି, ପୁଣି, ପବିତ୍ର ଆତ୍ମା ଓ ବିଶ୍ୱାସରେ ପରିପୂର୍ଣ୍ଣ ଥିଲେ। ଏହି ପ୍ରକାରେ ଅନେକ ଅନେକ ଲୋକ ପ୍ରଭୁଙ୍କଠାରେ ସଂଯୁକ୍ତ ହେଲେ।

Viz kapitola kopírovat




ପ୍ରେରିତ 11:24

Následuj nás:

Reklamy


Reklamy