ପ୍ରେରିତ 12:1 - ପବିତ୍ର ବାଇବଲ1 ରାଜା ହେରୋଦ ସେ ସମୟରେ ମଣ୍ଡଳୀରେ କେତେକ ଲୋକଙ୍କ ଉପରେ ଅତ୍ୟାଗ୍ଭର କରିବା ଆରମ୍ଭ କରିଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ପ୍ରାୟ ସେହି ସମୟରେ ହେରୋଦ ରାଜା ମଣ୍ତଳୀର କେତେକ ଜଣକୁ ଉପଦ୍ରବ କରିବା ନିମନ୍ତେ ହସ୍ତକ୍ଷେପ କଲେ। Viz kapitolaଓଡିଆ ବାଇବେଲ1 ପ୍ରାୟ ସେହି ସମୟରେ ହେରୋଦ ରାଜା ମଣ୍ଡଳୀର କେତେକ ଜଣଙ୍କୁ ଅତ୍ୟାଚାର କରିବା ନିମନ୍ତେ ହସ୍ତକ୍ଷେପ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)1 ଏହି ସମୟରେ ରାଜା ହେରୋଦ ମଣ୍ଡଳୀର କେତେକ ସଭ୍ୟଙ୍କ ପ୍ରତି ଉପଦ୍ରବ ଆରମ୍ଭ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପ୍ରାୟ ସେହି ସମୟରେ ହେରୋଦ ରାଜା ମଣ୍ଡଳୀର କେତେକ ଜଣଙ୍କୁ ଅତ୍ୟାଚାର କରିବା ନିମନ୍ତେ ହସ୍ତକ୍ଷେପ କଲେ। Viz kapitola |