ପ୍ରେରିତ 12:16 - ପବିତ୍ର ବାଇବଲ16 କିନ୍ତୁ ପିତର କବାଟରେ ଠକ୍ ଠକ୍ କରି ଗ୍ଭଲିଥିଲେ। ବିଶ୍ୱାସୀମାନେ ଯେତେବେଳେ କବାଟ ଖୋଲିଲେ ସେତେବେଳେ ପିତରଙ୍କୁ ଦେଖି ବିସ୍ମିତ ହୋଇଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 କିନ୍ତୁ ପିତର ଦ୍ଵାରରେ ବାରମ୍ଵାର ମାରୁଥିଲେ, ଆଉ ସେମାନେ ଫିଟାଇ ତାଙ୍କୁ ଦେଖି ଆଚମ୍ଵିତ ହେଲେ। Viz kapitolaଓଡିଆ ବାଇବେଲ16 କିନ୍ତୁ ପିତର ଦ୍ୱାରରେ ବାରମ୍ବାର ଆଘାତ କରୁଥିଲେ, ଆଉ ସେମାନେ ଫିଟାଇ ତାହାଙ୍କୁ ଦେଖି ଆଚମ୍ଭିତ ହେଲେ । Viz kapitolaପବିତ୍ର ବାଇବଲ (CL) NT (BSI)16 ପିତର ବାରମ୍ବାର କବାଟରେ ଆଘାତ କରୁଥିଲେ। ଶେଷରେ ସେମାନେ କବାଟ ଫିଟାଇ ତାଙ୍କୁ ଦେଖି ଆଶ୍ଚର୍ଯ୍ୟ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିନ୍ତୁ ପିତର ଦ୍ୱାରରେ ବାରମ୍ବାର ଆଘାତ କରୁଥିଲେ, ଆଉ ସେମାନେ ଫିଟାଇ ତାହାଙ୍କୁ ଦେଖି ଆଚମ୍ଭିତ ହେଲେ। Viz kapitola |