Online Bible

- Reklamy -




ପ୍ରେରିତ 12:17 - ପବିତ୍ର ବାଇବଲ

17 ପିତର ସେମାନଙ୍କୁ ହାତରେ ଠାରି ଚୁ‌ପ୍‌ ରହିବାକୁ କହିଲେ। ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାରକରି ଆଣିଲେ, ସେ ସବୁ କଥା ପିତର ସେମାନଙ୍କୁ ବୁଝାଇ କହିଲେ। ସେ ଏ ବିଷୟରେ ଯାକୁବ ଓ ଅନ୍ୟ ଭାଇମାନଙ୍କୁ ଜଣେଇବା ପାଇଁ କହିଲେ। ତା'ପରେ ସେ ଅନ୍ୟ ସ୍ଥାନକୁ ଗ୍ଭଲିଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ। ପୁଣି ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ। ଆଉ, ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ।

Viz kapitola kopírovat

ଓଡିଆ ବାଇବେଲ

17 କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ । ପୁଣି, ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ । ଆଉ ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ସେ ହାତରେ ସଙ୍କେତ ଦେଇ ନୀରବ ରହିବାକୁ କହିଲେ ଓ ପ୍ରଭୁ ତାଙ୍କୁ କିପରି କାରାଗାରରୁ ବାହାର କରି ଆଣିଲେ, ସେ ବିଷୟ ସେମାନଙ୍କ ଆଗରେ ବର୍ଣ୍ଣନା କଲେ। ତା’ପରେ ଏସବୁ କଥା ଯାକୁବ ଓ ଅନ୍ୟ ସମସ୍ତ ବିଶ୍ୱାସୀମାନଙ୍କୁ ଜଣାଇବା ପାଇଁ ନିର୍ଦ୍ଦେଶ ଦେଇ ସେ ସେଠାରୁ ଅନ୍ୟ ଆଡ଼େ ଚାଲିଗଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ। ପୁଣି, ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ। ଆଉ ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ।

Viz kapitola kopírovat




ପ୍ରେରିତ 12:17

Následuj nás:

Reklamy


Reklamy