ପ୍ରେରିତ 13:12 - ପବିତ୍ର ବାଇବଲ12 ଯେତେବେଳେ ରାଜ୍ୟପାଳ ଏହା ଦେଖି, ସେ ପ୍ରଭୁଙ୍କଠାରେ ବିଶ୍ୱାସ କଲେ ସେ ପ୍ରଭୁଙ୍କର ଉପଦେଶ ଶୁଣି ବିସ୍ମିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ସେହି ଶାସନକର୍ତ୍ତା ଏହି ଘଟଣା ଦେଖି ପ୍ରଭୁଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟ ହୋଇ ବିଶ୍ଵାସ କଲେ। Viz kapitolaଓଡିଆ ବାଇବେଲ12 ସେହି ଶାସନକର୍ତ୍ତା ଏହି ଘଟଣା ଦେଖି ପ୍ରଭୁଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟ ହୋଇ ବିଶ୍ୱାସ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)12 ଏହା ଦେଖି ଶାସନକର୍ତ୍ତାଙ୍କର ବିଶ୍ୱାସ ହେଲା, କାରଣ ସେ ପ୍ରଭୁଙ୍କ ଶିକ୍ଷା ଶୁଣି ଚମକ୍ରୃତ ହୋଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେହି ଶାସନକର୍ତ୍ତା ଏହି ଘଟଣା ଦେଖି ପ୍ରଭୁଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟ ହୋଇ ବିଶ୍ୱାସ କଲେ। Viz kapitola |