ପ୍ରେରିତ 13:19 - ପବିତ୍ର ବାଇବଲ19 ପରମେଶ୍ୱର କିଣାନ ଦେଶର ସାତ ଗୋଟି ଜାତିକୁ ନଷ୍ଟ କରି ସେହି ଗୁଡ଼ିକ ଇସ୍ରାଏଲୀୟମାନଙ୍କୁ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ପୁଣି କିଣାନ ଦେଶରେ ସାତଗୋଟି ଜାତିକି ବିନାଶ କରି ପ୍ରାୟ ଚାରିଶହ ପଚାଶ ବର୍ଷ ପର୍ଯ୍ୟନ୍ତ ସେମାନଙ୍କୁ ସେମାନଙ୍କ ଦେଶ ଅଧିକାର ସ୍ଵରୂପେ ଦେଲେ। Viz kapitolaଓଡିଆ ବାଇବେଲ19 ପୁଣି, କିଣାନ ଦେଶରେ ସାତଗୋଟି ଜାତିକୁ ବିନାଶ କରି ପ୍ରାୟ ଚାରିଶ ପଚାଶ ବର୍ଷ ପର୍ଯ୍ୟନ୍ତ ସେମାନଙ୍କୁ ସେମାନଙ୍କ ଦେଶ ଅଧିକାରସ୍ୱରୂପେ ଦେଲେ । Viz kapitolaପବିତ୍ର ବାଇବଲ (CL) NT (BSI)19 ସେ କିଣାନରେ ସାତଟି ଜାତିକୁ ଧ୍ୱଂସ କରି ତାଙ୍କର ମନୋନୀତ ଲୋକମାନଙ୍କୁ ସେହି ଦେଶ ପ୍ରଦାନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, କିଣାନ ଦେଶରେ ସାତଗୋଟି ଜାତିକୁ ବିନାଶ କରି ପ୍ରାୟ ଚାରିଶହ ପଚାଶ ବର୍ଷ ପର୍ଯ୍ୟନ୍ତ ସେମାନଙ୍କୁ ଆପଣା ଦେଶ ଅଧିକାରସ୍ୱରୂପେ ଦେଲେ। Viz kapitola |