ପ୍ରେରିତ 13:20 - ପବିତ୍ର ବାଇବଲ20 ଏହିସବୁ ଦେଶ ଉତ୍ତରାଧିକାରୀ ଭାବରେ ଦେଲେ ଓ ଏହା 450 ବର୍ଷ ପର୍ଯ୍ୟନ୍ତ ସେମାନେ ଅଧିକାର କଲେ। “ତା'ପରେ ସେ ସେମାନଙ୍କୁ ଭବିଷ୍ୟଦ୍ବକ୍ତା ଶାମୁୟେଲଙ୍କ ସମୟ ପର୍ଯ୍ୟନ୍ତ ବିଗ୍ଭର କର୍ତ୍ତାମାନଙ୍କୁ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏଥିଉତ୍ତାରେ ଭାବବାଦୀ ଶାମୁୟେଲଙ୍କ ପର୍ଯ୍ୟନ୍ତ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ। Viz kapitolaଓଡିଆ ବାଇବେଲ20 ଏଥିଉତ୍ତାରେ ଭାବବାଦୀ ଶାମୁଏଲଙ୍କ ପର୍ଯ୍ୟନ୍ତ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)20 ପ୍ରାୟ ଚାରି ଶହ ପଚାଶ ବର୍ଷ ଭିତରେ ଏହିସବୁ ଘଟଣା ଘଟିଗଲା। “ଏହା ପରେ ଶାମୁଏଲ ଭାବବାଦୀଙ୍କ ସମୟ ପର୍ଯ୍ୟନ୍ତ ଈଶ୍ୱର ସେମାନଙ୍କ ଉପରେ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିଉତ୍ତାରେ ଭାବବାଦୀ ଶାମୁୟେଲଙ୍କ ପର୍ଯ୍ୟନ୍ତ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ। Viz kapitola |