ପ୍ରେରିତ 13:21 - ପବିତ୍ର ବାଇବଲ21 ଏହା ପରେ ସେମାନେ ଜଣେ ରାଜା ଗ୍ଭହିଁଲେ। ପରମେଶ୍ୱର ସେମାନଙ୍କୁ ବିନ୍ୟାମିନ ଗୋଷ୍ଠୀ କୀଶର ପୁତ୍ର ଶାଉଲଙ୍କୁ ରାଜାରୂପେ ଦେଲେ। ସେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତତ୍ପରେ ସେମାନେ ଜଣେ ରାଜା ପାଇବା ନିମନ୍ତେ ପ୍ରାର୍ଥନା କଲେ, ଆଉ ଈଶ୍ଵର ଚାଳିଶ ବର୍ଷ ପର୍ଯ୍ୟନ୍ତ ବିନ୍ୟାମୀନ ଗୋଷ୍ଠୀର କୀଶଙ୍କ ପୁତ୍ର ଶାଉଲଙ୍କୁ ସେମାନଙ୍କୁ ଦେଲେ। Viz kapitolaଓଡିଆ ବାଇବେଲ21 ତତ୍ପରେ ସେମାନେ ଜଣେ ରାଜା ପାଇବା ନିମନ୍ତେ ପ୍ରାର୍ଥନା କଲେ, ଆଉ ଈଶ୍ୱର ଚାଳିଶ ବର୍ଷ ପର୍ଯ୍ୟନ୍ତ ବିନ୍ୟାମୀନ ଗୋଷ୍ଠୀର କୀଶଙ୍କ ପୁତ୍ର ଶାଉଲଙ୍କୁ ସେମାନଙ୍କୁ ଦେଲେ । Viz kapitolaପବିତ୍ର ବାଇବଲ (CL) NT (BSI)21 ଯେତେବେଳେ ସେମାନେ ଜଣେ ରାଜା ଚାହିଁଲେ, ଈଶ୍ୱର ସେମାନଙ୍କ ଉପରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କରିବା ପାଇଁ ବେଞ୍ଜାମିନ୍ ବଂଶଜାତ କୀଶର ପୁତ୍ର ଶାଉଲଙ୍କୁ ନିଯୁକ୍ତି କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତତ୍ପରେ ସେମାନେ ଜଣେ ରାଜା ପାଇବା ନିମନ୍ତେ ପ୍ରାର୍ଥନା କଲେ, ଆଉ ଈଶ୍ବର ଚାଳିଶ ବର୍ଷ ପର୍ଯ୍ୟନ୍ତ ବିନ୍ୟାମୀନ୍ ଗୋଷ୍ଠୀର କୀଶଙ୍କ ପୁତ୍ର ଶାଉଲଙ୍କୁ ସେମାନଙ୍କୁ ଦେଲେ। Viz kapitola |