ପ୍ରେରିତ 13:28 - ପବିତ୍ର ବାଇବଲ28 ସେମାନେ ତାହାଙ୍କର ମୃତ୍ୟୁଦଣ୍ଡ ଦେବାର କିଛି କାରଣ ନ ପାଇ ତାହାଙ୍କୁ ମାରିଦେବା ପାଇଁ ପୀଲାତଙ୍କୁ କହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ଆଉ, ପ୍ରାଣଦଣ୍ତର କୌଣସି କାରଣ ନ ପାଇଲେ ସୁଦ୍ଧା ତାହାଙ୍କୁ ବଧ କରିବା ନିମନ୍ତେ ପୀଲାତଙ୍କୁ ନିବେଦନ କଲେ। Viz kapitolaଓଡିଆ ବାଇବେଲ28 ଆଉ ପ୍ରାଣଦଣ୍ଡର କୌଣସି କାରଣ ନ ପାଇଲେ ସୁଦ୍ଧା ତାହାଙ୍କୁ ବଧ କରିବା ନିମନ୍ତେ ପୀଲାତଙ୍କୁ ନିବେଦନ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)28 ମୃତ୍ୟୁଦଣ୍ଡର କୌଣସି କାରଣ ନ ପାଇ ସୁଦ୍ଧା ତାଙ୍କୁ ମୃତ୍ୟୁଦଣ୍ଡ ଦେବା ପାଇଁ ସେମାନେ ପୀଲାତଙ୍କୁ କହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଆଉ ପ୍ରାଣଦଣ୍ଡର କୌଣସି କାରଣ ନ ପାଇଲେ ସୁଦ୍ଧା ତାହାଙ୍କୁ ବଧ କରିବା ନିମନ୍ତେ ପୀଲାତଙ୍କୁ ନିବେଦନ କଲେ। Viz kapitola |