Online Bible

- Reklamy -




ପ୍ରେରିତ 13:40 - ପବିତ୍ର ବାଇବଲ

40 ତେଣୁ ସାବଧାନ ରୁହ ଯେ, ଭବିଷ୍ୟ‌ଦ୍‌ବକ୍ତାମାନେ ଯାହା କହିଥିଲେ, ତାହା ଯେପରି ତୁମ୍ଭମାନଙ୍କ ପ୍ରତି ନ ଘଟେ। ଭବିଷ୍ୟ‌ଦ୍‌ବକ୍ତାମାନେ କହିଲେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

40 ତେଣୁ ସାବଧାନ, କାଳେ ଭାବବାଦୀମାନଙ୍କ ଶାସ୍ତ୍ରରେ ଯାହା କୁହାଯାଇଅଛି, ତାହା ଯେପରି ଆପଣମାନଙ୍କ ପ୍ରତି ନ ଘଟେ,

Viz kapitola kopírovat

ଓଡିଆ ବାଇବେଲ

40 ତେଣୁ ସାବଧାନ, କାଳେ ଭାବବାଦୀମାନଙ୍କ ଶାସ୍ତ୍ରରେ ଯାହା କୁହାଯାଇଅଛି, ତାହା ଯେପରି ଆପଣମାନଙ୍କ ପ୍ରତି ନ ଘଟେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

40 ସାବଧାନ, ଭାବବାଦୀମାନେ ଯାହା କହିଛନ୍ତି, ତାହା ଯେପରି ତୁମ୍ଭମାନଙ୍କ ପ୍ରତି ନ ଘଟେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ତେଣୁ ସାବଧାନ, କାଳେ ଭାବବାଦୀମାନଙ୍କ ଶାସ୍ତ୍ରରେ ଯାହା କୁହାଯାଇଅଛି, ତାହା ଯେପରି ଆପଣମାନଙ୍କ ପ୍ରତି ନ ଘଟେ,

Viz kapitola kopírovat




ପ୍ରେରିତ 13:40

Následuj nás:

Reklamy


Reklamy