ପ୍ରେରିତ 13:41 - ପବିତ୍ର ବାଇବଲ41 ‘ଦେଖ, ଅବଜ୍ଞାକାରୀ ଲୋକମାନେ, ତୁମ୍ଭେମାନେ ଆଶ୍ଚର୍ଯ୍ୟ ହୋଇପାର ଓ ତା'ପରେ ମରିବାକୁ ଯାଇଥାଅ, କାରଣ ମୁଁ ତୁମ୍ଭମାନଙ୍କ ସମୟରେ, ଏପରି ଗୋଟିଏ କାର୍ଯ୍ୟ କରିବି ଯାହା ତୁମ୍ଭମାନଙ୍କୁ କେହି କହିଲେ ସୁଦ୍ଧା, ତୁମ୍ଭେମାନେ ବିଶ୍ୱାସ କରିବ ନାହିଁ।’” Viz kapitolaପବିତ୍ର ବାଇବଲ (Re-edited) - (BSI)41 “ହେ ଅବଜ୍ଞାକାରୀମାନେ ତୁମ୍ଭେମାନେ ଦେଖି, ପୁଣି ଚମତ୍କୃତ ହୋଇ ବିନଷ୍ଟ ହୁଅ; ଯେଣୁ ଆମ୍ଭେ ତୁମ୍ଭମାନଙ୍କ ସମୟରେ ଗୋଟିଏ କାର୍ଯ୍ୟ ସାଧନ କରୁଅଛୁ, ଯଦି କେହି ସେହି କାର୍ଯ୍ୟ ତୁମ୍ଭମାନଙ୍କ ନିକଟରେ ବର୍ଣ୍ଣନା କରେ, ତେବେ ତୁମ୍ଭେମାନେ କୌଣସି ପ୍ରକାରେ ତାହା ବିଶ୍ଵାସ କରିବ ନାହିଁ।” Viz kapitolaଓଡିଆ ବାଇବେଲ41 "ହେ ଅବଜ୍ଞାକାରୀମାନେ, ତୁମ୍ଭେମାନେ ଦେଖି ପୁଣି, ଚମତ୍କୃତ ହୋଇ ବିନଷ୍ଟ ହୁଅ; ଯେଣୁ ଆମ୍ଭେ ତୁମ୍ଭମାନଙ୍କ ସମୟରେ ଗୋଟିଏ କାର୍ଯ୍ୟ ସାଧନ କରୁଅଛୁ, ଯଦି କେହି ସେହି କାର୍ଯ୍ୟ ତୁମ୍ଭମାନଙ୍କ ନିକଟରେ ବର୍ଣ୍ଣନା କରେ, ତେବେ ତୁମ୍ଭେମାନେ କୌଣସି ପ୍ରକାରେ ତାହା ବିଶ୍ୱାସ କରିବ ନାହିଁ"। Viz kapitolaପବିତ୍ର ବାଇବଲ (CL) NT (BSI)41 ‘ହେ ବିଦ୍ରୂପକାରୀମାନେ! ତୁମ୍ଭେମାନେ ହତବୁଦ୍ଧି ହୋଇ ମର; କାରଣ ମୁଁ ଆଜି ଯେଉଁ କାର୍ଯ୍ୟ କରୁଛି, କେହି ତାହା ବୁଝାଇ କହିଲେ ସୁଦ୍ଧା ତୁମ୍ଭେମାନେ ବିଶ୍ୱାସ କରିବ ନାହିଁ’।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 “‘ହେ ଅବଜ୍ଞାକାରୀମାନେ, ତୁମ୍ଭେମାନେ ଦେଖି ପୁଣି, ଚମତ୍କୃତ ହୋଇ ବିନଷ୍ଟ ହୁଅ; ଯେଣୁ ଆମ୍ଭେ ତୁମ୍ଭମାନଙ୍କ ସମୟରେ ଗୋଟିଏ କାର୍ଯ୍ୟ ସାଧନ କରୁଅଛୁ, ଯଦି କେହି ସେହି କାର୍ଯ୍ୟ ତୁମ୍ଭମାନଙ୍କ ନିକଟରେ ବର୍ଣ୍ଣନା କରେ, ତେବେ ତୁମ୍ଭେମାନେ କୌଣସି ପ୍ରକାରେ ତାହା ବିଶ୍ୱାସ କରିବ ନାହିଁ।’” Viz kapitola |