Online Bible

- Reklamy -




ପ୍ରେରିତ 13:42 - ପବିତ୍ର ବାଇବଲ

42 ପାଉଲ ଓ ବର୍ଣ୍ଣ‌ବ୍‌‌ବା ସେଠାରୁ ଗଲାବେଳେ ଲୋକମାନେ ସେମାନଙ୍କୁ ଆଗାମୀ ବିଶ୍ରାମ ଦିବସରେ ଏହିସବୁ କଥା ଆହୁରି କହିବା ପାଇଁ ଅନୁରୋଧ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

42 ସେମାନେ ବାହାରି ଯାଉଥିବା ସମୟରେ, ଯେପରି ପରବର୍ତ୍ତୀ ବିଶ୍ରାମବାରରେ ସେହିସବୁ କଥା ସେମାନଙ୍କୁ କୁହାଯାଏ, ଏଥିପାଇଁ ସେମାନେ ବିନତି କରିବାକୁ ଲାଗିଲେ।

Viz kapitola kopírovat

ଓଡିଆ ବାଇବେଲ

42 ସେମାନେ ବାହାରିଯାଉଥିବା ସମୟରେ, ଯେପରି ପରବର୍ତ୍ତୀ ବିଶ୍ରାମବାରରେ ସେହି ସବୁ କଥା ସେମାନଙ୍କୁ କୁହାଯାଏ, ଏଥିପାଇଁ ସେମାନେ ବିନତି କରିବାକୁ ଲାଗିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

42 ପାଉଲ ଓ ବର୍ଣ୍ଣବା ଉପାସନା ଗୃହ ପରିତ୍ୟାଗ କରିବା ସମୟରେ, ତା’ପର ବିଶ୍ରାମବାର ଦିନ ଫେରିଆସି ଏ ସବୁ ବିଷୟରେ ଆହୁରି ଅଧିକ ବୁଝାଇବା ପାଇଁ ସେମାନଙ୍କୁ ଲୋକେ ନିମନ୍ତ୍ରଣ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ସେମାନେ ବାହାରିଯାଉଥିବା ସମୟରେ, ଯେପରି ପରବର୍ତ୍ତୀ ବିଶ୍ରାମବାର ଦିନରେ ସେହିସବୁ କଥା ସେମାନଙ୍କୁ କୁହାଯାଏ, ଏଥିପାଇଁ ସେମାନେ ବିନତି କରିବାକୁ ଲାଗିଲେ।

Viz kapitola kopírovat




ପ୍ରେରିତ 13:42

Následuj nás:

Reklamy


Reklamy