ପ୍ରେରିତ 13:50 - ପବିତ୍ର ବାଇବଲ50 ଯିହୂଦୀୟମାନେ ଯିହୂଦୀଧର୍ମର ଉଚ୍ଚବଂଶୀୟ ସ୍ତ୍ରୀଲୋକଙ୍କୁ ଓ ନଗରର ମୁଖ୍ୟ ବ୍ୟକ୍ତିମାନଙ୍କୁ ଉତ୍ତେଜିତ କରାଇଲେ। ସେମାନେ ପାଉଲ ଓ ବର୍ଣ୍ଣବ୍ବା ବିରୁଦ୍ଧରେ ଅନ୍ୟମାନଙ୍କୁ ପ୍ରବର୍ତ୍ତାଇଲେ। ସେମାନେ ସେମାନଙ୍କୁ ତାଡ଼ନା କରିବା ଆରମ୍ଭ କଲେ ଓ ସେମାନଙ୍କୁ ସେହି ଅଞ୍ଚଳରୁ ବାହାର କରିଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)50 କିନ୍ତୁ ଯିହୁଦୀମତାବଲମ୍ଵୀ ବିଜାତୀୟ ସମ୍ଭ୍ରାନ୍ତ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୁଦୀମାନେ ଉତ୍ତେଜିତ କଲେ, ପୁଣି ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ। Viz kapitolaଓଡିଆ ବାଇବେଲ50 କିନ୍ତୁ ଯିହୂଦୀମତାବଲମ୍ବୀ ଅଣଯିହୂଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୂଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ । Viz kapitolaପବିତ୍ର ବାଇବଲ (CL) NT (BSI)50 କିନ୍ତୁ ଇହୁଦୀମାନେ ନଗରର ନେତୃସ୍ଥାନୀୟ ଲୋକମାନଙ୍କୁ ପ୍ରରୋଚିତ କରି ପାଉଲ ଓ ବର୍ଣ୍ଣବାଙ୍କ ଉପରେ ଉତ୍ପୀଡ଼ନ କରିବାକୁ ଲାଗିଲେ ଏବଂ ସେହି ଅଞ୍ଚଳକୁ ସେମାନଙ୍କୁ ବାହାର କରିଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT50 କିନ୍ତୁ ଯିହୁଦୀମତାବଲମ୍ବୀ ଅଣଯିହୁଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୁଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ। Viz kapitola |