ପ୍ରେରିତ 13:9 - ପବିତ୍ର ବାଇବଲ9 ତେଣୁ ପାଉଲ ନାମରେ ପରିଚିତ ଶାଉଲ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇ ଅଲ୍ଲୀମା ଯାଦୁକରକୁ କଠୋର ଦୃଷ୍ଟିରେ ଗ୍ଭହିଁ ତାହାକୁ କହିଲେ, “ଆରେ ଶୟତାନର ପୁତ୍ର! ତୁମ୍ଭେ ସମସ୍ତ ପ୍ରକାର ସଠିକ୍ କାର୍ଯ୍ୟର ଶତ୍ରୁ! Viz kapitolaପବିତ୍ର ବାଇବଲ (Re-edited) - (BSI)9 ମାତ୍ର ଶାଉଲ, ଯାହାଙ୍କୁ ପାଉଲ ମଧ୍ୟ କହନ୍ତି, ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ତାକୁ ନିରୀକ୍ଷଣ କରି କହିଲେ, Viz kapitolaଓଡିଆ ବାଇବେଲ9 ମାତ୍ର ଶାଉଲ, ଯାହାକୁ ପାଉଲ ମଧ୍ୟ କହନ୍ତି, ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ତାହାକୁ ନିରୀକ୍ଷଣ କରି କହିଲେ, Viz kapitolaପବିତ୍ର ବାଇବଲ (CL) NT (BSI)9 କିନ୍ତୁ ଶାଉଲ (ଯାହାଙ୍କର ଅନ୍ୟ ନାମ ପାଉଲ) ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇ ଗୁଣିଆ ଆଡ଼କୁ ତୀକ୍ଷ୍ଣ ଦୃଷ୍ଟିରେ ଅନାଇ କହିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ଶାଉଲ, ଯାହାକୁ ପାଉଲ ମଧ୍ୟ କହନ୍ତି, ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ତାହାକୁ ନିରୀକ୍ଷଣ କରି କହିଲେ, Viz kapitola |