Online Bible

- Reklamy -




ପ୍ରେରିତ 14:13 - ପବିତ୍ର ବାଇବଲ

13 ସେହି ନଗର ସାମନାରେ ସ୍ଥାପିତ ବୃହସ୍ପତି ମନ୍ଦିରର ଯାଜକ କେତୋଟି ବଳଦ ଓ ଫୁଲମାଳ ଆଣି ପହଞ୍ଚିଲେ। ଯାଜକ ଓ ଲୋକମାନେ ପାଉଲ ଓ ବର୍ଣ୍ଣ‌ବ୍‌‌ବାଙ୍କୁ ଏହା ଉତ୍ସର୍ଗ କରିବା ପାଇଁ ଇଚ୍ଛା କରୁଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ନଗର ସମ୍ମୁଖରେ ଥିବା ବୃହସ୍ପତିଙ୍କ ମନ୍ଦିରର ଯାଜକ କେତେକ ବୃଷ ଓ ପୁଷ୍ପହାର ଦ୍ଵାର ନିକଟକୁ ଆଣି ଲୋକସମୂହ ସହିତ ବଳି ଦେବାକୁ ଇଚ୍ଛା କରିଥିଲେ।

Viz kapitola kopírovat

ଓଡିଆ ବାଇବେଲ

13 ନଗର ସମ୍ମୁଖରେ ଥିବା ବୃହସ୍ପତିଙ୍କ ମନ୍ଦିରର ଯାଜକ କେତେକ ବୃଷ ଓ ପୁଷ୍ପହାର ଦ୍ୱାରା ନିକଟକୁ ଆଣି ଲୋକସମୂହ ସହିତ ବଳି ଦେବାକୁ ଇଚ୍ଛା କରିଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

13 ସହର ବାହାରେ ଥିବା ଜିଅସ୍ ମନ୍ଦିରର ପୁରୋହିତ, ଫାଟକ ପାଖକୁ କେତେକ ବୃକ୍ଷ ଓ ପୁଷ୍ପ ଆଣିଲେ, କାଣ ସେ ଓ ସେଠାରେ ସମବେତ ହୋଇଥିବା ଲୋକମାନେ ପ୍ରେରିତ ଶିଷ୍ୟମାନଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରିବା ପାଇଁ ଇଚ୍ଛା କରିଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ନଗର ସମ୍ମୁଖରେ ଥିବା ବୃହସ୍ପତିଙ୍କ ମନ୍ଦିରର ଯାଜକ କେତେକ ବୃଷ ଓ ପୁଷ୍ପହାର ଦ୍ୱାର ନିକଟକୁ ଆଣି ଲୋକସମୂହ ସହିତ ବଳି ଦେବାକୁ ଇଚ୍ଛା କରିଥିଲେ।

Viz kapitola kopírovat




ପ୍ରେରିତ 14:13

Následuj nás:

Reklamy


Reklamy