Online Bible

- Reklamy -




ପ୍ରେରିତ 14:16 - ପବିତ୍ର ବାଇବଲ

16 “ଅତୀତରେ ସବୁ ଜାତିର ଲୋକମାନଙ୍କୁ ନିଜ ନିଜ ରାସ୍ତାରେ ଗ୍ଭଲିବା ପାଇଁ ସେ ଅନୁମତି ଦେଇଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ସେ ଅତୀତ ପୁରୁଷପରମ୍ପରାରେ ସମସ୍ତ ଜାତିର ଲୋକଙ୍କୁ ଆପଣା ଆପଣା ପଥରେ ଚାଲିବାକୁ ଛାଡ଼ି ଦେଇଥିଲେ।

Viz kapitola kopírovat

ଓଡିଆ ବାଇବେଲ

16 ସେ ଅତୀତ ପୁରୁଷପରମ୍ପରାରେ ସମସ୍ତ ଜାତିର ଲୋକଙ୍କୁ ଆପଣା ଆପଣା ପଥରେ ଚାଲିବାକୁ ଛାଡ଼ିଦେଇଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

16 ଅତୀତରେ ସ୍ୱଇଚ୍ଛାରେ ନିଜ ପଥରେ ଯିବା ପାଇଁ ଈଶ୍ୱର ଲୋକମାନଙ୍କୁ ଛାଡ଼ି ଦେଇଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେ ଅତୀତ ପୁରୁଷ-ପରମ୍ପରାରେ ସମସ୍ତ ଜାତିର ଲୋକଙ୍କୁ ଆପଣା ଆପଣା ପଥରେ ଚାଲିବାକୁ ଛାଡ଼ିଦେଇଥିଲେ।

Viz kapitola kopírovat




ପ୍ରେରିତ 14:16

Následuj nás:

Reklamy


Reklamy