ପ୍ରେରିତ 14:26 - ପବିତ୍ର ବାଇବଲ26 ସେଠାରୁ ସେମାନେ ଆନ୍ତିୟଖିଆକୁ ସମୁଦ୍ର ପଥରେ ଗ୍ଭଲିଗଲେ। ଏହି ସ୍ଥାନରେ ବିଶ୍ୱାସୀମାନେ ସେମାନଙ୍କୁ ଏହି କାର୍ଯ୍ୟ କରିବା ପାଇଁ ପ୍ରଭୁଙ୍କ ନିକଟରେ ସମର୍ପିତ କରି ପଠାଇଥିଲେ। ସେମାନେ ଏହି କାର୍ଯ୍ୟ ପୂର୍ଣ୍ଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଈଶ୍ଵରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେସ୍ଥାନରୁ ବାହାରିଥିଲେ। Viz kapitolaଓଡିଆ ବାଇବେଲ26 ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଈଶ୍ୱରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେ ସ୍ଥାନରୁ ବାହାରିଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)26 ସେଠାରୁ ସେମାନେ ଜଳପଥରେ ଆଣ୍ଟିୟୋଖକୁ ଫେରି ଆସିଲେ। ଏହି ଆଣ୍ଟିୟୋଖରେ ବର୍ତ୍ତମାନ ସାଧିତ ହୋଇଥିବା କାର୍ଯ୍ୟ ନିମନ୍ତେ ଈଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ସେମାନେ ସମର୍ପିତ ହୋଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେ ସ୍ଥାନରୁ ବାହାରିଥିଲେ। Viz kapitola |