Online Bible

- Reklamy -




ପ୍ରେରିତ 14:27 - ପବିତ୍ର ବାଇବଲ

27 ପାଉଲ ଓ ବର୍ଣ୍ଣ‌ବ୍‌‌ବା ସେଠାରେ ପହଞ୍ଚିବା ପରେ ମଣ୍ଡଳୀକୁ ଏକାଠି କଲେ। ପରମେଶ୍ୱର ସେମାନଙ୍କ ସହିତ ଯାହାକିଛି କରିଥିଲେ ତାହା ସେମାନଙ୍କୁ କହିଲେ ଓ ପରମେଶ୍ୱର ଅନ୍ୟ ଜାତୀୟ ଲୋକଙ୍କ ପାଇଁ କିପରି ବିଶ୍ୱାସର ରାସ୍ତା ଖୋଲିଲେ, ତାହା ସେମାନେ ବର୍ଣ୍ଣନା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ସେମାନେ ପହଞ୍ଚି ମଣ୍ତଳୀକି ଏକତ୍ର କଲେ; ପୁଣି ଈଶ୍ଵର ସେମାନଙ୍କ ସାଙ୍ଗରେ ଥାଇ ଯେସମସ୍ତ କାର୍ଯ୍ୟ କରିଥିଲେ ଓ ବିଜାତିମାନଙ୍କ ପ୍ରତି ବିଶ୍ଵାସର ଦ୍ଵାର ଫିଟାଇ ଦେଇଥିଲେ, ସେହିସବୁ ବର୍ଣ୍ଣନା କଲେ।

Viz kapitola kopírovat

ଓଡିଆ ବାଇବେଲ

27 ସେମାନେ ପହଞ୍ଚି ମଣ୍ଡଳୀ କି ଏକତ୍ର କଲେ, ପୁଣି, ଈଶ୍ୱର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୂଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇଦେଇଥିଲେ, ସେହି ସବୁ ବର୍ଣ୍ଣନା କଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

27 ସେମାନେ ଆଣ୍ଟିୟୋଖରେ ପହଞ୍ଚି ମଣ୍ଡଳୀର ଲୋକମାନଙ୍କୁ ଏକତ୍ରିତ କଲେ। ଈଶ୍ୱର ସେମାନଙ୍କ ପ୍ରତି ଯାହାସବୁ କରିଥିଲେ ଓ ଅଣଇହୁଦୀମାନଙ୍କ ବିଶ୍ୱାସ ପାଇଁ କିପରି ପଥ ଉନ୍ମୁକ୍ତ କରିଥିଲେ, ସେସବୁ ସେମାନଙ୍କୁ ଜଣାଇଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେମାନେ ପହଞ୍ଚି ମଣ୍ଡଳୀକୁ ଏକତ୍ର କଲେ, ପୁଣି, ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୁଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇ ଦେଇଥିଲେ, ସେହିସବୁ ବର୍ଣ୍ଣନା କଲେ।

Viz kapitola kopírovat




ପ୍ରେରିତ 14:27

Následuj nás:

Reklamy


Reklamy