Online Bible

- Reklamy -




ପ୍ରେରିତ 15:20 - ପବିତ୍ର ବାଇବଲ

20 ଏହା ବଦଳରେ ଆମ୍ଭେ ସେମାନଙ୍କୁ ଲେଖିବା ଉଚିତ୍ ଯେ: ତୁମ୍ଭେମାନେ ମୂର୍ତ୍ତିମାନଙ୍କୁ ଦିଆଯାଉଥିବା ଅପବିତ୍ର ଖାଦ୍ୟ ଖାଅ ନାହିଁ। ଯୌନ ପାପ କର ନାହିଁ। ରକ୍ତ ଖାଅ ନାହିଁ। ତଣ୍ଟି ଚିପି ମରାଯାଇଥିବା କୌଣସି ପଶୁର ମାଂସ ଖାଅ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 କିନ୍ତୁ ପ୍ରତିମା ସମ୍ଵନ୍ଧୀୟ ଅଶୁଚିତା, ପରଦାର, ଶ୍ଵାସରୋଧ ଦ୍ଵାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ।

Viz kapitola kopírovat

ଓଡିଆ ବାଇବେଲ

20 କିନ୍ତୁ ପ୍ରତିମା ସମ୍ବନ୍ଧୀୟ ଅଶୁଚିତା, ପରଦାର, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 ବରଂ ସେମାନେ ଯେପରି ପ୍ରତିମାମାନଙ୍କୁ ଉତ୍ସର୍ଗ କରାଯାଇଥିବା କୌଣସି ଅଶୁଚି ଖାଦ୍ୟ ନ ଖାଆନ୍ତି, ଯୌନ ପାପରୁ ନିବୃତ୍ତ ହୁଅନ୍ତି, ଗଳା ଚିପା ଯାଇ ମରା ଯାଇଥିବା ପଶୁର ମାଂସ ଭୋଜନ ନ କରନ୍ତି - ଏ ସବୁ ବିଷୟରେ ପରାମର୍ଶ ଦେଇ ସେମାନଙ୍କ ନିକଟକୁ ଗୋଟିଏ ପତ୍ର ଲେଖିବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 କିନ୍ତୁ ପ୍ରତିମା ସମ୍ବନ୍ଧୀୟ ଅଶୁଚିତା, ଯୌନକ୍ରିୟା, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ।

Viz kapitola kopírovat




ପ୍ରେରିତ 15:20

Následuj nás:

Reklamy


Reklamy