ପ୍ରେରିତ 15:27 - ପବିତ୍ର ବାଇବଲ27 ସେଥିପାଇଁ ଆମ୍ଭେ ଯିହୂଦା ଓ ଶୀଲାଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇଲୁ। ସେମାନେ ତୁମ୍ଭମାନଙ୍କୁ ମୌଖିକ ଭାବେ ମଧ୍ୟ ଏହିସବୁ କଥା କହିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଏଣୁ ଆମ୍ଭେମାନେ ଯିହୂଦା ଓ ଶୀଲାଙ୍କୁ ପଠାଇଲୁ, ଏମାନେ ମଧ୍ୟ ମୁଖରେ ଆପଣମାନଙ୍କୁ ସେହିସମସ୍ତ କଥା ଜଣାଇଦେବେ। Viz kapitolaଓଡିଆ ବାଇବେଲ27 ଏଣୁ ଆମ୍ଭେମାନେ ଯିହୂଦା ଓ ଶୀଲାଙ୍କୁ ପଠାଇଲୁ, ଏମାନେ ମଧ୍ୟ ମୁଖରେ ଆପଣମାନଙ୍କୁ ସେହି ସମସ୍ତ କଥା ଜଣାଇଦେବେ । Viz kapitolaପବିତ୍ର ବାଇବଲ (CL) NT (BSI)27 ଆମେ ଯିହୁଦା ଓ ଶୀଲାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଉଛୁ। ଆମେ ଯାହା ଲେଖୁଛୁ, ସେମାନେ ବ୍ୟକ୍ତିଗତଭାବେ ତାହା ତୁମ୍ଭମାନଙ୍କୁ କହିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏଣୁ ଆମ୍ଭେମାନେ ଯିହୂଦା ଓ ଶୀଲାଙ୍କୁ ପଠାଇଲୁ, ଏମାନେ ମଧ୍ୟ ମୁଖରେ ଆପଣମାନଙ୍କୁ ସେହି ସମସ୍ତ କଥା ଜଣାଇଦେବେ। Viz kapitola |