ପ୍ରେରିତ 16:12 - ପବିତ୍ର ବାଇବଲ12 ସେଠାରୁ ଆମ୍ଭେ ମାକିଦନିଆ ଜିଲ୍ଲାର ଗୋଟିଏ ପ୍ରଧାନ ନଗର ଫିଲପ୍ପୀକୁ ଗଲୁ। ଏହା ରୋମୀୟମାନଙ୍କର ନଗର ଥିଲା। ଆମ୍ଭେ ସେହି ନଗରରେ କିଛି ଦିନ ରହିଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ସେଠାରୁ ଫିଲିପ୍ପୀକୁ ଗଲୁ, ଏହା ମାକିଦନିଆର ସେହି ଅଞ୍ଚଳର ଏକ ପ୍ରଧାନ ନଗର, ପୁଣି ଗୋଟିଏ ରୋମୀୟ ଉପନିବେଶ; ସେହି ନଗରରେ ଆମ୍ଭେମାନେ କେତେକ ଦିନ ରହିଲୁ। Viz kapitolaଓଡିଆ ବାଇବେଲ12 ସେଠାରୁ ଫିଲିପ୍ପୀକୁ ଗଲୁ, ଏହା ମାକିଦନିଆର ସେହି ଅଞ୍ଚଳର ଏକ ପ୍ରଧାନ ନଗର, ପୁଣି, ଗୋଟିଏ ରୋମୀୟ ଉପନିବେଶ; ସେହି ନଗରରେ ଆମ୍ଭେମାନେ କେତେକ ଦିନ ରହିଲୁ । Viz kapitolaପବିତ୍ର ବାଇବଲ (CL) NT (BSI)12 ସେଠାରୁ ଆମ୍ଭେମାନେ ମାସିଦୋନିଆ ଜିଲ୍ଲାର ପ୍ରଧାନ ନଗରୀ ଫିଲିପ୍ପୀକୁ ଗଲୁ। ଏହି ନଗରୀ ଏକ ରୋମୀୟ ଉପନିବେଶ ଥିଲା। ଆମେ ସେଠାରେ ଅନେକ ଦିନ କଟାଇଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେଠାରୁ ଫିଲିପ୍ପୀକୁ ଗଲୁ, ଏହା ମାକିଦନିଆ ଅଞ୍ଚଳର ଏକ ପ୍ରଧାନ ନଗର, ପୁଣି, ଗୋଟିଏ ରୋମୀୟ ଉପନିବେଶ; ସେହି ନଗରରେ ଆମ୍ଭେମାନେ କେତେକ ଦିନ ରହିଲୁ। Viz kapitola |