ପ୍ରେରିତ 16:17 - ପବିତ୍ର ବାଇବଲ17 ସେ ପାଉଲ ଓ ଆମ୍ଭମାନଙ୍କର ଅନୁସରଣ କଲା ଓ ଜୋର୍ରେ କହିଲା, “ଏହି ଲୋକମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସେବକ। ସେମାନେ ତୁମ୍ଭମାନଙ୍କୁ ମୁକ୍ତିର ପଥ ବିଷୟରେ କହୁଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରାତ୍ପର ଈଶ୍ଵରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉ ଅଛନ୍ତି। Viz kapitolaଓଡିଆ ବାଇବେଲ17 ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ୱରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)17 ସେ ପାଉଲ ଓ ଆମ ପଛେ ପଛେ ଆସି ଚିକ୍ରାର କରି କହିଲା, “ଏହି ଲୋକମାନେ ସର୍ବୋପରିସ୍ଥ ଈଶ୍ୱରଙ୍କ ସେବକ। ତୁମ୍ଭେମାନେ କିପରି ପରିତ୍ରାଣ ପାଇବ, ଏକଥା ସେମାନେ କହୁଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ବରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି। Viz kapitola |