ପ୍ରେରିତ 16:20 - ପବିତ୍ର ବାଇବଲ20 ସେମାନଙ୍କୁ ନଗରପାଳମାନଙ୍କ ପାଖରେ ପହଞ୍ଚାଇ କହିଲେ, “ଏମାନେ ଯିହୂଦୀୟଲୋକ। ଏମାନେ ଆମ୍ଭ ନଗରରେ ବହୁତ ଉପଦ୍ରବ ସୃଷ୍ଟି କରୁଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଆଉ, ସେମାନେ ସେମାନଙ୍କୁ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ, ଏହି ଲୋକଗୁଡ଼ାକ ଯିହୁଦୀ, ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି। Viz kapitolaଓଡିଆ ବାଇବେଲ20 ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ,ଏହି ଲୋକଗୁଡ଼ାକ ଯିହୂଦୀ,ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)20 “ଏହି ଲୋକମାନେ ଇହୁଦୀ, ସେମାନେ ଆମ ସହରରେ ଗଣ୍ଡଗୋଳ କରୁଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ, ଏହି ଲୋକଗୁଡ଼ାକ ଯିହୁଦୀ, ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି। Viz kapitola |