ପ୍ରେରିତ 16:23 - ପବିତ୍ର ବାଇବଲ23 ସେମାନେ ସେମାନଙ୍କୁ ବହୁତ ମାଡ଼ ମାରିବା ପରେ କାରାଗାରରେ ବନ୍ଦୀ କଲେ। ସେମାନଙ୍କୁ ସାବଧାନରେ ଜଗିବା ପାଇଁ କାରାଧ୍ୟକ୍ଷଙ୍କୁ ଆଦେଶ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ସେମାନେ ସେମାନଙ୍କୁ ବହୁତ ପ୍ରହାର କରାଇଲା ଉତ୍ତାରେ କାରାଗାରରେ ନିକ୍ଷେପ କରି ସେମାନଙ୍କୁ ସାବଧାନରେ ରକ୍ଷା କରିବା ନିମନ୍ତେ କାରାରକ୍ଷକଙ୍କୁ ଦୃଢ଼ ଆଜ୍ଞା ଦେଲେ। Viz kapitolaଓଡିଆ ବାଇବେଲ23 ସେମାନେ ସେମାନଙ୍କୁ ବହୁତ ପ୍ରହାର କରାଇଲା ଉତ୍ତାରେ କାରାଗାରରେ ନିକ୍ଷେପ କରି ସେମାନଙ୍କୁ ସାବଧାନରେ ରକ୍ଷା କରିବା ନିମନ୍ତେ କାରାରକ୍ଷକଙ୍କୁ ଦୃଢ଼ ଆଜ୍ଞା ଦେଲେ । Viz kapitolaପବିତ୍ର ବାଇବଲ (CL) NT (BSI)23 ବହୁତ ମାଡ଼ ଖାଇବା ପରେ ସେମାନେ କାରାଗାରରେ ନିକ୍ଷିପ୍ତ ହେଲେ ଓ ସେମାନଙ୍କୁ ତାଲା ପକାଇ ନଜରରେ ରଖିବା ପାଇଁ କାରାରକ୍ଷକଙ୍କୁ ନିର୍ଦ୍ଦେଶ ଦିଆଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେମାନେ ସେମାନଙ୍କୁ ବହୁତ ପ୍ରହାର କରାଇଲା ଉତ୍ତାରେ କାରାଗାରରେ ନିକ୍ଷେପ କରି ସେମାନଙ୍କୁ ସାବଧାନରେ ରକ୍ଷା କରିବା ନିମନ୍ତେ କାରାରକ୍ଷକଙ୍କୁ ଦୃଢ଼ ଆଜ୍ଞା ଦେଲେ। Viz kapitola |