Online Bible

- Reklamy -




ପ୍ରେରିତ 16:25 - ପବିତ୍ର ବାଇବଲ

25 ପାଉଲ ଓ ଶୀଲା ମଧ୍ୟରାତ୍ରି ବେଳେ ପରମେଶ୍ୱରଙ୍କୁ ପ୍ରାର୍ଥନା ଓ ସ୍ତୁତି ଗାନ କରୁଥିଲେ। ଅନ୍ୟ ବନ୍ଦୀମାନେ ତାହା ସବୁ ଶୁଣୁଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ଵରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ।

Viz kapitola kopírovat

ଓଡିଆ ବାଇବେଲ

25 କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

25 ମଧ୍ୟରାତ୍ରି ସମୟରେ ପାଉଲ ଓ ଶୀଲା ପ୍ରାର୍ଥନା କରୁଥିଲେ, ପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୀତ ଗାଉଥିଲେ ଓ ଅନ୍ୟ ବନ୍ଦୀମାନେ ଏହା ଶୁଣୁଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ବରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ।

Viz kapitola kopírovat




ପ୍ରେରିତ 16:25

Následuj nás:

Reklamy


Reklamy