ପ୍ରେରିତ 16:28 - ପବିତ୍ର ବାଇବଲ28 କିନ୍ତୁ ପାଉଲ ଚିତ୍କାର କରି କହିଲେ, “ଆମ୍ଭେ ସମସ୍ତେ ଏଠାରେ ଅଛୁ। ନିଜର କ୍ଷତି କର ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)28 କିନ୍ତୁ ପାଉଲ ଉଚ୍ଚସ୍ଵରରେ ଡାକି କହିଲେ, ଆପଣାର କୌଣସି କ୍ଷତି କର ନାହିଁ, କାରଣ ଆମ୍ଭେମାନେ ସମସ୍ତେ ଏଠାରେ ଅଛୁ। Viz kapitolaଓଡିଆ ବାଇବେଲ28 କିନ୍ତୁ ପାଉଲ ଉଚ୍ଚସ୍ୱରରେ ଡାକି କହିଲେ, ଆପଣାର କୌଣସି କ୍ଷତି କର ନାହିଁ, କାରଣ ଆମ୍ଭେମାନେ ସମସ୍ତେ ଏଠାରେ ଅଛୁ । Viz kapitolaପବିତ୍ର ବାଇବଲ (CL) NT (BSI)28 କିନ୍ତୁ ପାଉଲ ଉଚ୍ଚ ସ୍ୱରରେ କହିଲେ, “ନିଜର କୌଣସି କ୍ଷତି କର ନାହିଁ। ଆମେ ସମସ୍ତେ ଏଠାରେ ଅଛୁ!” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 କିନ୍ତୁ ପାଉଲ ଉଚ୍ଚସ୍ୱରରେ ଡାକି କହିଲେ, ଆପଣାର କୌଣସି କ୍ଷତି କର ନାହିଁ, କାରଣ ଆମ୍ଭେମାନେ ସମସ୍ତେ ଏଠାରେ ଅଛୁ। Viz kapitola |