ପ୍ରେରିତ 16:33 - ପବିତ୍ର ବାଇବଲ33 କାରାଗାର ଅଧିକାରୀ ସେମାନଙ୍କୁ ନେଇ ସେହି ମଧ୍ୟରାତ୍ରିରେ ସେମାନଙ୍କର କ୍ଷତ ବିକ୍ଷତ ଜାଗାଗୁଡ଼ିକୁ ଧୋଇ ସଫା କଲେ। ତା'ପରେ ତୁରନ୍ତ ସେ ଓ ତାହାଙ୍କର ସମସ୍ତ ପରିବାର ବାପ୍ତିଜିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ଆଉ, ସେ ସେମାନଙ୍କୁ ରାତ୍ରିର ସେହି ଘଡ଼ିରେ ଘେନିଯାଇ ସେମାନଙ୍କ ପ୍ରହାରର କ୍ଷତସବୁ ଧୋଇଦେଲେ, ପୁଣି, ସେ ଓ ତାଙ୍କର ସମସ୍ତେ ସେହିକ୍ଷଣି ବାପ୍ତିଜିତ ହେଲେ। Viz kapitolaଓଡିଆ ବାଇବେଲ33 ଆଉ ସେ ସେମାନଙ୍କୁ ରାତ୍ରିର ସେହି ସମୟରେ ଘେନିଯାଇ ସେମାନଙ୍କ ପ୍ରହାରର କ୍ଷତସବୁ ଧୋଇଦେଲେ, ପୁଣି, ସେ ଓ ତାହାଙ୍କର ସମସ୍ତେ ସେହିକ୍ଷଣି ବାପ୍ତିଜିତ ହେଲେ । Viz kapitolaପବିତ୍ର ବାଇବଲ (CL) NT (BSI)33 ରାତ୍ରିର ସେହି ମୁହୂର୍ତ୍ତରେ କାରାରକ୍ଷକ ସେମାନଙ୍କୁ ନେଇ ଯାଇ ସେମାନଙ୍କର କ୍ଷତ ସବୁ ଧୋଇ ଦେଲେ, ପୁଣି ପରିବାରର ସମସ୍ତେ ସେହିକ୍ଷଣି ଜଳଦୀକ୍ଷା ଗ୍ରହଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଆଉ ସେ ସେମାନଙ୍କୁ ରାତ୍ରିର ସେହି ସମୟରେ ଘେନିଯାଇ ସେମାନଙ୍କ ପ୍ରହାରର କ୍ଷତସବୁ ଧୋଇଦେଲେ, ପୁଣି, ସେ ଓ ତାହାଙ୍କର ସମସ୍ତେ ସେହିକ୍ଷଣି ବାପ୍ତିଜିତ ହେଲେ। Viz kapitola |